ଇସ୍ରାଏଲୀ ସେନା ଗୁଳିରେ ୫୧ ମୃତ

ନୂଆଦିଲ୍ଲୀ: ଦକ୍ଷିଣ ଗାଜାରେ ଏକ ସହାୟତା ବଣ୍ଟନ ସ୍ଥଳ ନିକଟରେ ଇସ୍ରାଏଲୀ ସେନା ଗୁଳି ଚଳାଇବାରୁ ୫୧ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୨୦୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। ହମାସ ପରିଚାଳିତ ନାଗରିକ ପ୍ରତିରକ୍ଷା ସଂସ୍ଥା ଦାବି କରିଛି ଯେ ଖାନ ୟୁନିସରେ ସହାୟତା ସ୍ଥଳ ନିକଟରେ ଇସ୍ରାଏଲୀ ସେନା ଭିଡ଼ ଉପରେ ଗୁଳି ଚଳାଇଥିଲେ। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଲୋକମାନେ ବାନି ସୁହେଇଲା ସହରକୁ ଯାଉଥିବା ଏକ ପ୍ରମୁଖ ରାସ୍ତା ନିକଟରେ ଏକତ୍ରିତ ହୋଇଥିଲେ, ଯେଉଁଠାରେ ସପ୍ତାହ ଧରି ଇସ୍ରାଏଲୀ ସାମରିକ କାର୍ୟ୍ୟାନୁଷ୍ଠାନ ଚାଲିଆସିଛି। ଇସ୍ରାଏଲୀ ସେନା କହିଛି ଯେ ଏହା ଘଟଣାର ତଦନ୍ତ ଆରମ୍ଭ କରିଛି।

  • Garvita Odia

    Related Posts

    ଆମେ ମଧ୍ୟସ୍ଥତା ଗ୍ରହଣ କରିନାହୁଁ, ନା ଗ୍ରହଣ କରିବୁ: ପ୍ରଧାନମନ୍ତ୍ରୀ

    ନୂଆଦିଲ୍ଲୀ: ପହଲଗାମ ହମଲା ପରେ ଆମେରିକା ରାଷ୍ଟ୍ରପତିଙ୍କ ସହ ଟ୍ରମ୍ପଙ୍କ ପ୍ରଥମ କଥାବାର୍ତ୍ତା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅନୁରୋଧରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନରେ ଲମ୍ୱା କଥାବାର୍ତ୍ତା ହୋଇଥିଲେ ମୋଦୀ । ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ…

    ତୀବ୍ର ହେଉଛି ଇରାନ-ଇସ୍ରାଏଲ ଉତ୍ତେଜନା

    ନୂଆଦିଲ୍ଲୀ : ତୀବ୍ର ହେଉଛି ଇରାନ ଓ ଇସ୍ରାଏଲ ମଧ୍ୟରେ ଉତ୍ତେଜନା । ଏବେ ଓପନ ଓ୍ୱାର ସ୍ଥିତିରେ ପହଞ୍ଚିଛି । କାରଣ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନି ବୁଧବାର ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ପୋଷ୍ଟ…

    Leave a Reply

    Your email address will not be published. Required fields are marked *

    You Missed

    ଗୋପାଳପୁର ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା

    ଗୋପାଳପୁର ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା

    ଆମେ ମଧ୍ୟସ୍ଥତା ଗ୍ରହଣ କରିନାହୁଁ, ନା ଗ୍ରହଣ କରିବୁ: ପ୍ରଧାନମନ୍ତ୍ରୀ

    ଆମେ ମଧ୍ୟସ୍ଥତା ଗ୍ରହଣ କରିନାହୁଁ, ନା ଗ୍ରହଣ କରିବୁ: ପ୍ରଧାନମନ୍ତ୍ରୀ

    ତୀବ୍ର ହେଉଛି ଇରାନ-ଇସ୍ରାଏଲ ଉତ୍ତେଜନା

    ତୀବ୍ର ହେଉଛି ଇରାନ-ଇସ୍ରାଏଲ ଉତ୍ତେଜନା

    ଭୁବନେଶ୍ୱର ରେଳଷ୍ଟେସନରେ ପାର୍କିଂ ଫି’ ,ବଢ଼ିଗଲା ୮ ଗୁଣା

    ଭୁବନେଶ୍ୱର ରେଳଷ୍ଟେସନରେ ପାର୍କିଂ ଫି’ ,ବଢ଼ିଗଲା ୮ ଗୁଣା

    ଜି ୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ

    ଜି ୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ

    ରୋଗୀ ନେଇ ଯାଉଥିଲା ,ଓଲଟିଲା ୧୦୮ ଆମ୍ବୁଲାନ୍ସ

    ରୋଗୀ ନେଇ ଯାଉଥିଲା ,ଓଲଟିଲା ୧୦୮ ଆମ୍ବୁଲାନ୍ସ