ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍। ଉଚ୍ଚଶିକ୍ଷା ବିଭାଗର ଇନ୍‌ଷ୍ଟାଗ୍ରାମ୍ ଆକାଉଣ୍ଟ ଆଜି ସକାଳେ କିଛି ସମୟ ପାଇଁ ହ୍ୟାକ୍ ହୋଇଥିବାର ଜଣାପଡିଛି। ବିଭାଗର କାର୍ୟ୍ୟକଳାପ ସହ ସମ୍ପୃକ୍ତ ନଥିବା କିଛି ପୋଷ୍ଟ ଇନ୍‌ଷ୍ଟାଗ୍ରାମ୍ ଆକାଉଣ୍ଟରେ ଅପଲୋଡ୍ ହୋଇଥିଲା। ଉକ୍ତ ଘଟଣାଟି ବିଭାଗର ନଜରକୁ ଆସିବା ପରେ, ଇନ୍‌ଷ୍ଟାଗ୍ରାମ୍ ଆକାଉଣ୍ଟକୁ ରିଟ୍ରାଇଭ୍‌ କରିବା ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯାଇଛି। ଉଚ୍ଚଶିକ୍ଷା ବିଭାଗ ତରଫରୁ ଇନ୍‌ଷ୍ଟାଗ୍ରାମ୍ ଆକାଉଣ୍ଟକୁ ରିଟ୍ରାଇଭ୍‌ କରାଯିବା ସହିତ ବିଭାଗ ସହ ସମ୍ପୃକ୍ତ ନ ଥିବା ପୋଷ୍ଟ ଗୁଡ଼ିକୁ ହଟାଇ ଦିଆଯାଇଛି। ଉଚ୍ଚଶିକ୍ଷା ବିଭାଗ ଏହି ଘଟଣାକୁ ଗୁରୁତ୍ବର ଭାବେ ଗ୍ରହଣ କରିବା ସହ ଏହି ସମ୍ବନ୍ଧୀୟ ଏକ ଏଫ୍‌ଆଇଆର୍ ଦାଖଲ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।

  • Garvita Odia

    Related Posts

    ବାତିଲ ହେଲା ଏହିସବୁ ପରୀକ୍ଷା

    କଟକ: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ରେଭେନ୍ୟୁ ଇନ୍‌ସ୍ପେକ୍ଟର (RI), ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍‌ସ୍ପେକ୍ଟର (ARI), ଅମିନ ଏବଂ ICDS ସୁପରଭାଇଜର ପଦବୀ ପାଇଁ ଆୟୋଜିତ କମ୍ବାଇନ୍‌ଡ ରିକ୍ରୁଟମେଣ୍ଟ ଏକ୍ସାମିନେସନ (CRE) ୨୦୨୪ର ପ୍ରିଲିମିନାରୀ ପରୀକ୍ଷା ବାତିଲ କରିଛି।…

    ଡେବ୍ରିଗଡ଼ ଅଭୟାରଣ୍ୟରେ ହେବ ବ୍ୟାଘ୍ର ପ୍ରକଳ୍ପ

    ଭୁବନେଶ୍ୱର : ବରଗଡ଼ ଜିଲ୍ଲାର ଡେବ୍ରିଗଡ଼ରେ ହେବ ବ୍ୟାଘ୍ର ପ୍ରକଳ୍ପ। ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ ପକ୍ଷରୁ ମିଳିଲା ଅନୁମତି। ବିଶେଷଜ୍ଞ କମିଟିର ସ୍ଥିତି ଅନୁଧ୍ୟାନ ପରେ ନିଷ୍ପତ୍ତି। ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସରେ ପିସିସିଏଫ୍ ପ୍ରେମ୍‌ କୁମାର ଝା ଏନେଇ ସୂଚନା…

    Leave a Reply

    Your email address will not be published. Required fields are marked *

    You Missed

    କେନ୍ଦ୍ରୀୟ ନିଯୁକ୍ତି ପାଇଁ ମନୋନୀତ ଦୁଇ ଓଡ଼ିଶା କ୍ୟାଡର ଆଇପିଏସ

    କେନ୍ଦ୍ରୀୟ ନିଯୁକ୍ତି ପାଇଁ ମନୋନୀତ ଦୁଇ  ଓଡ଼ିଶା କ୍ୟାଡର ଆଇପିଏସ

    ବାତିଲ ହେଲା ଏହିସବୁ ପରୀକ୍ଷା

    ବାତିଲ ହେଲା ଏହିସବୁ ପରୀକ୍ଷା

    ଅଗଷ୍ଟ ୨ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି

    ଅଗଷ୍ଟ ୨ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି

    ବିଜେପି ଦଳ ସହିତ କୌଣସି ଛାତ୍ର ସଂଗଠନ ନାହାନ୍ତି:ବିରୋଧୀ

    ବିଜେପି ଦଳ ସହିତ କୌଣସି ଛାତ୍ର ସଂଗଠନ ନାହାନ୍ତି:ବିରୋଧୀ

    ଡେବ୍ରିଗଡ଼ ଅଭୟାରଣ୍ୟରେ ହେବ ବ୍ୟାଘ୍ର ପ୍ରକଳ୍ପ

    ଡେବ୍ରିଗଡ଼ ଅଭୟାରଣ୍ୟରେ ହେବ ବ୍ୟାଘ୍ର ପ୍ରକଳ୍ପ

    କୁମ୍ଭୀର ଆକ୍ରମଣ: ନଦୀ ପଠାରେ ଚିହ୍ନଟ ହେବ ବ୍ଲାକ୍ ସ୍ପଟ୍

    କୁମ୍ଭୀର ଆକ୍ରମଣ: ନଦୀ ପଠାରେ ଚିହ୍ନଟ ହେବ ବ୍ଲାକ୍ ସ୍ପଟ୍