ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ଛାତ୍ରଛାତ୍ରୀ

ଭୁବନେଶ୍ଵର : ଛାତ୍ର ସଂସଦ ନିର୍ବାଚନ ଘୋଷଣା ପରେ ଛାତ୍ରଛାତ୍ରୀ ମଧ୍ୟରେ ଉତ୍ସାହ । ଆଜି ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି ଛାତ୍ରଛାତ୍ରୀ । ଦୀର୍ଘ ୮ ବର୍ଷ ପରେ ନିର୍ବାଚନ ତାରିଖ ଘୋଷଣା କରିଥିବାରୁ ସରକାର ଓ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହା ସହ ମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ କେକ୍ କାଟିଛନ୍ତି । ଦୀର୍ଘଦିନ ଧରି କ୍ୟାମ୍ପସ ନିର୍ବାଚନ ଘୋଷଣା ପାଇଁ ଦାବି କରି ଆସୁଥିଲେ ଛାତ୍ରଛାତ୍ରୀ। ଶେଷରେ ସରକାର ନିଷ୍ପତ୍ତି ନେଇଥିବାରୁ ଏବେ କ୍ୟାମ୍ପସରେ ନେତା ସୃଷ୍ଟି ହେବାର ସୁଯୋଗ ସୃଷ୍ଟି ହୋଇଛି।

ଗତକାଲି ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ହୋଇଥିବା ଗଣ୍ଡଗୋଳ ସମ୍ପର୍କରେ ମନ୍ତ୍ରୀ କହିଛନ୍ତି ଯେ, ଯେଉଁ କଲେଜ କି ବିଶ୍ୱବିଦ୍ୟାଳୟରେ ଗଣ୍ଡଗୋଳ ହେବ ସେଠାରେ ସୁପ୍ରିମକୋର୍ଟଙ୍କ ଯାହା ନିର୍ଦ୍ଦେଶ ରହିଛି ସେ ଅନୁଯାୟୀ ନିର୍ବାଚନ ହେବ କି ନାହିଁ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ନିଷ୍ପତି ନେବେ ।..

  • Related Posts

    ମହାକାଳପଡ଼ା ଥାନାରେ NHRC ଟିମ୍

    କେନ୍ଦ୍ରପଡ଼ା: କେନ୍ଦ୍ରପଡ଼ା ଜିଲ୍ଲାର ମହାକାଳପଡ଼ା ବିଡିଓଙ୍କ କାର୍ଯ୍ୟାଳୟରେ ଘଟିଥିବା ଘଟଣା ପରେ ସରପଞ୍ଚ ଚାମେଲି ଓଝାଙ୍କୁ ନେଇ ସାରା ଦେଶରେ ଚର୍ଚ୍ଚା ହୋଇଥିଲା । ଏହା ପରେ ଘଟିଥିବା ଘଟଣା ଓ ଏହା ସହ ଜଡ଼ିତ ଥାନାରେ ରୁଜୁ ୩ଟି ମାମଲାରେ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ନିର୍ବାଚନୀ ଖର୍ଚ୍ଚ ୫ ହଜାରରୁ ଅଧିକ କରିପାରିବେନି

    ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନ ପାଇଁ ବିଗୁଲ୍‌ ବାଜିଛି । ୯ରେ ପ୍ରାର୍ଥୀପତ୍ର ନାମାଙ୍କନ ହେବ । ୧୫ ତାରିଖରେ ନିର୍ବାଚନ ହେବ । କିନ୍ତୁ ଉଚ୍ଚଶିକ୍ଷା ବିଭାଗ ପୂର୍ବ ନିର୍ବାଚନ ପ୍ରକ୍ରିୟାର ନିର୍ଦ୍ଦେଶାବଳୀକୁ ଅନୁସରଣ କରିଛି । ସର୍ବନିମ୍ନ ୭୫…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ