ଉପକୂଳ, ଉତ୍ତର ଓଡ଼ିଶାରେ ଝଡ଼ିବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୮ ତାରିଖ ଯାଏ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ । ୨୩ ତାରିଖରେ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି । ସେହିପରି ୨୭ ଓ ୨୮ ତାରିଖରେ ମଧ୍ୟ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଆସନ୍ତା ୪ ଦିନ ଯାଏ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିପାରେ ବୋଲି ମଧ୍ୟ ପୂର୍ବାନୁମାନ କରାଯାଇଛି । ପାରଳାଖେମୁଣ୍ଡିର ଦିନ ତାପମାତ୍ରା ସର୍ବାଧିକ ୩୬.୨ ଡିଗ୍ରୀ ଥିଲା । ଢେଙ୍କାନାଳର ୩୬.୧, ବରଗଡ଼ର ୩୫.୮, ଟିଟିଲାଗଡ଼ ଓ ତାଳଚେରର ତାପମାତ୍ରା ୩୫ଡିଗ୍ରୀ ରେକର୍ଡ ହୋଇଛି ।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ