ଉପର ମୁଣ୍ଡରେ ବର୍ଷା: ଫୁଲୁଛି ବୈତରଣୀ

ଭଦ୍ରକ : ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ପୁଣି ଫୁଲୁଛି ବୈତରଣୀ । ବୈତରଣୀରେ ଆସିଥିବା ବନ୍ୟାରେ ଭଦ୍ରକ ଭଣ୍ଡାରିପୋଖରୀ ଓ ଧାମନଗର ବ୍ଲକର ଲୋକମାନଙ୍କ ଦୁର୍ଦଶା ସରିନି । ସେପଟେ ଆଖୁଆପଦା ନିକଟରେ ପୁଣି ଫୁଲୁଛି ବୈତରଣୀ । ଉପର ମୁଣ୍ଡରେରେ ପ୍ରବଳ ବର୍ଷା ହେବା କାରଣରୁ ଆଖୁଆପଦା ନିକଟରେ ବୈତରଣୀ ଜଲସ୍ତର ଧୀରେ ଧୀରେ ବଢୁଛି ।

ଆଖୁଆପଦା ନିକଟରେ ବୈତରଣୀର ସତର୍କ ସଙ୍କେତ 17.83 ମିଟର ଥିବା ବେଳେ ବର୍ତମାନ 17.85 ମିଟର ଉପରେ ପ୍ରଭାବିତ ହେଉଛି ବନ୍ୟା ପାଣି । ହେଲେ ବିପଦ ସଂକେତ 18.33 ମିଟର ତଳେ ରହିଛି ପାଣି। ଯାହାକୁ ନେଇ ଏବେ ପୁଣି ଚିନ୍ତାରେ ଏହି ଦୁଇ ବ୍ଲକ ର ତଳିଆ ଅଂଚଳ ଲୋକମାନେ ।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ