ଏକାଠି ହେଲେ ବିଜୁ ଲିଗାସୀ ନେତା

ଭୁବନେଶ୍ୱର : ବିଜୁ ତିରୋଧାନ ଦିବସରେ ଏକାଠି ହେଲେ ବିଜୁ ଲିଗାସୀ ନେତା। ଦିଲ୍ଲୀପ ରାୟ, ବିଜୟ ମହାପାତ୍ର, ସୌମ୍ୟ ପଟ୍ଟନାୟକ, ଅମର ଶତପଥୀ, ପ୍ରଭାତ ତ୍ରିପାଠୀଙ୍କ ଭଳି ବରିଷ୍ଠ ରାଜନେତା ଏଥିରେ ଅଗ୍ରଣୀ ଭୂମିକା ନେଇଛନ୍ତି। ବିଜୁ ଅଗୁଗତ ଓ ବିଜୁ ପ୍ରେମୀ ଏକାଠି ହୋଇ ପାଳୁଛନ୍ତି ତିରୋଧାନ ଦିବସ। ବିଜୁ ଲିଗାସିକୁ ଆଗକୁ ନେବାକୁ ବିଜୁ ଅନୁଗତଙ୍କ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ବିଜେଡିରୁ ନିଲମ୍ବିତ ବିଧାୟକ ଅରବିନ୍ଦ ମହାପାତ୍ର, ରମାକାନ୍ତ ଭୋଇ ମଧ୍ୟ ଉପସ୍ଥିତ ରହିଛନ୍ତି। ପୂର୍ବତନ ପୁଲିସ ଡିଜି ସଞ୍ଜୀବ ମାରିକ୍, ପ୍ରସନ୍ନ ପାଟ୍ଟଶାଣୀ ଉପସ୍ଥିତ ରହିଛନ୍ତି। ଏନ ଭାସ୍କର ରାଓ, ଲାଲ ବିହାରୀ ହିମିରିକା ମଧ୍ୟ ଉପସ୍ଥିତ ରହିଛନ୍ତି।

  • Related Posts

    ରାଜ୍ୟ ଅନୁସୂଚିତ ଜନଜାତି ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

    ଭୂବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ବିଜେପି ଅନୁସୁଚୀତ ଜନଜାତି ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ସଂପର୍କରେ ସୂଚନା ଦେଇ ବିଜେପି ଜନଜାତି ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ କାନ୍ଦ୍ରା ସୋରେନ କହିଛନ୍ତି ଯେ, ନିଜ…

    Continue reading
    ୧୧ ବର୍ଷ ପରେ ମଧ୍ୟ ଅଧୁରା ରହିଲା ଓଡ଼ିଶାର କୋଷ୍ଟାଲ ହାଇୱେ ପ୍ରକଳ୍ପ: ବିଜେଡି

    ଭୁବନେଶ୍ୱର: ଦୀର୍ଘ ୧୧ ବର୍ଷ ପରେ ଓଡ଼ିଶାର କୋଷ୍ଟାଲ ହାଇୱେ ପ୍ରକଳ୍ପ ସମ୍ପର୍କରେ କେନ୍ଦ୍ର କ୍ୟାବିନେଟ୍ର ଅନୁମୋଦନ ମିଳିଥିବା ନେଇ କେନ୍ଦ୍ର ସରକାର ଘୋଷଣା କରିଛନ୍ତି । କିନ୍ତୁ ଗତକାଲିର ଘୋଷଣା ଓଡ଼ିଶାବାସୀଙ୍କ ଆଶା ଓ ଆକାଂକ୍ଷାକୁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ