ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ

ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ। ରୋଗୀଙ୍କୁ ବ୍ୟବହାର କରି ନିଜର ପ୍ରଚାର ପ୍ରସାର କରିପାରିବେନି ଡାକ୍ତର। ନିଜକୁ ‘ନମ୍ବର ୱାନ୍’ କିମ୍ବା ‘ବେଷ୍ଟ ଡାକ୍ତର’ କହି ରୋଗୀଙ୍କୁ କରିପାରିବେନି ଆକର୍ଷିତ। ରୋଗୀଙ୍କୁ ଆକୃଷ୍ଟ କରିବାକୁ AIରେ ତିଆରି ପ୍ରମୋସନାଲ୍ କଣ୍ଟେଣ୍ଟ, ନକଲି ରିଭ୍ୟୁ କିମ୍ବା ମିଛ ସଫଳତାର ଦାବି କଲେ ହୋଇପାରେ ଆକ୍ସନ। ଡାକ୍ତର ମାନଙ୍କ ପାଇଁ ନୂଆ ଗାଇଡଲାଇନ୍ ଜାରି କରିଛି ନ୍ୟାସନାଲ୍ ମେଡିକାଲ୍ କମିଶନ୍ ବା NMC।

ରୋଗୀଙ୍କ ଭରସା ସହ ଖେଳିବା ଏବଂ ଚିକିତ୍ସାକୁ ବ୍ୟବସାୟିକ ପ୍ରଚାରର ମାଧ୍ୟମ କରିବା ଉପରେ ଲାଗିଛି ଅଙ୍କୁଶ। ଡାକ୍ତରମାନେ ସୋସିଆଲ୍ ମିଡିଆରେ ରୋଗ ସମ୍ପର୍କରେ ସଚେତନତା, ସରକାରୀ ସ୍ୱାସ୍ଥ୍ୟ ଅଭିଯାନ, ଶିକ୍ଷାମୂଳକ ତଥ୍ୟ ଓ ଏକାଡେମିକ୍ ଆଲୋଚନା କରିପାରିବେ। କିନ୍ତୁ ଏହା ବ୍ୟକ୍ତିଗତ ପ୍ରଚାର କିମ୍ବା ରୋଗୀ ଆକୃଷ୍ଟ କରିବାର ମାଧ୍ୟମ ହୋଇପାରିବନି। ନିୟମ ଭାଙ୍ଗିଲେ ଜରିମାନା ସହ ରେଜିଷ୍ଟ୍ରେସନ୍ ମଧ୍ୟ ରଦ୍ଧ ହୋଇପାରେ।

  • Related Posts

    ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଦିଲ୍ଲୀରେ ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖ

    ଦିଲ୍ଲୀରେ ସ୍ଥିତି ସ୍ୱାଭାବିକ କରିବାକୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ । ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖିବାକୁ କହିଛନ୍ତି କୋର୍ଟ । ଆଇନଶୃଙ୍ଖଳା କିମ୍ବା ଟ୍ରାଫିକ୍‌ ସମସ୍ୟା ନଥିଲେ ରାସ୍ତାରେ ଲାଗିଥିବା ବ୍ୟାରିକେଡ୍‌ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।…

    Continue reading
    ନେପାଳରେ ମାଡ଼ି ଆସିଲା ଜଳପ୍ରଳୟ

    ନୂଆଦିଲ୍ଲୀ: ଗତମାସରେ ନେପାଳରେ ଆସିଥିବା ଭୟଙ୍କର ଜଳପ୍ରଳୟର ଦୁଃଖ ସରିନି । ଏବେ ପୁଣି ଭୟଙ୍କର ବନ୍ୟା ଆସିଛି । ଗୋର୍ଖା ଜିଲ୍ଲାର ବୁଢୀ ଗଣ୍ଡକୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ସାମ୍ନାକୁ ଆସିଥିବା ଭିଡିଓରେ ଦେଖିବାକୁ ମିଳିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ