ଏଣିକି ବିଦା ହେବେ ଅପାରଗ , ଅଯୋଗ୍ୟ ଅଧିକାରୀ

ଭୁବନେଶ୍ୱର: ସଚିବ ସ୍ତରୀୟ ବୈଠକରେ ଆସିଲା ବଡ଼ ନିଷ୍ପତ୍ତି। ଏଣିକି ବିଦା ହେବେ ଅପାରଗ , ଅଯୋଗ୍ୟ ଅଧିକାରୀ। ଅପାରଗ , ଅଯୋଗ୍ୟ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ନିଦ୍ଦେର୍ର୍ଶ ଦିଆଯାଇଛି। ଏନେଇ ସବୁ ବିଭାଗର ପ୍ରମୁଖ ସଚିବ ଓ ACSଙ୍କୁ ଚିଠି ହୋଇଛି। GA ବିଭାଗର ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟ ଶାସନ ସଚିବ ଜୋର୍‌ ଦେଇଛନ୍ତି। ସରକାରୀ ଅଧିକାରୀ ବା କର୍ମଚାରୀମାନଙ୍କ କାର୍ଯ୍ୟକୁ ବିଭାଗର ବିଭିନ୍ନ ସ୍ତରରେ ସମୀକ୍ଷା କରାଯିବ। ଏଥିସହିତ ସରକାରୀ କାର୍ଯ୍ୟ ଠିକ୍‌ ଭାବରେ ସମ୍ପାଦନ କରୁନଥିବା ଅପାରଗ ଏବଂ ଆଯୋଗ୍ୟ ଅଧିକାରୀ ବା କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ନିର୍ଦେଶ ଦିଆଯାଇଛି। ଠିକ ସମୟରେ ଅଫିସ ଆସିବା ଉପରେ ବି ଗୁରୁତ୍ୱାରୋପ କରାଯାଇଛି। ତେବେ ଜୁଲାଇ ୩୧ ସୁଦ୍ଧା ଖାଲି ପଦବୀର ତଥ୍ୟ ଦେବାକୁ ନିର୍ଦେଶ ଦିଆଯାଇଛି।

ଅନ୍ୟପଟେ ବଢ଼ିବ ପ୍ରାଶାସନିକ ଅଧିକାରୀଙ୍କ ଦକ୍ଷତା। ସବୁ ବିଭାଗରେ ନିଯୁକ୍ତ ହେବେ ଏଷ୍ଟାବ୍ଲିସମେଣ୍ଟ ଅଫିସର। ସତନ୍ତ୍ର ବା ଅତିରିକ୍ତ ସଚିବ ପାହ୍ୟାର ଅଧିକାରୀଙ୍କୁ ଦାୟିତ୍ୱ ମିଳିବ। ବଦଳି, ନିଯୁକ୍ତି, ପେନସନ, କାର୍ଯ୍ୟାନୁଷ୍ଠାନ କରିବେ ଅଧିକାରୀ।

  • Related Posts

    ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ

    ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ । ବଦଳିଲା ବରିଷ୍ଠ ଅଧିକାରୀଙ୍କ ଦାୟିତ୍ୱ । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କୁ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ଗୀତାଞ୍ଜଳି ନାୟକଙ୍କୁ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର…

    Continue reading
    ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

    ଭୁବନେଶ୍ୱର: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ ପୂଜା ମଣ୍ଡପ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଦେବାକୁ ପଡ଼ୁଥିବା ଗ୍ରାଉଣ୍ଡ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ