ଏଣିକି ସରକାରୀ ସାର୍ଟିଫିକେଟ ପାଇଁ ଆଧାର ବାଧ୍ୟତାମୂଳକ

ଭୁବନେଶ୍ୱର: ଏଣିକି ବିଭିନ୍ନ ପ୍ରକାରର ସରକାରୀ ସାର୍ଟିଫିକେଟ୍ ପାଇଁ ‘ଆଧାର’ ବାଧ୍ୟତାମୂଳକ । ଜାତି, ଆୟ, ଆଇନଗତ ଉତ୍ତରାଧିକାରୀ, ଜମିଜମା ରେକର୍ଡ ଓ ରେଜିଷ୍ଟ୍ରେସନ ନିମନ୍ତେ ଆଧାର ନମ୍ବର ଦେବା ଅବା ଆଧାର ସତ୍ୟପାଠ କରିବା ବାଧ୍ୟତାମୂଳକ ହେବ । ଏହାଛଡା ସରକାରଙ୍କ ବିଭିନ୍ନ ଯୋଜନାରେ ସବସିଡି ଓ ଡିବିଟି ସୁବିଧାର ହିତାଧିକାରୀଙ୍କ ପାଇଁ ମଧ୍ୟ ଆଧାର ନମ୍ବରକୁ ବାଧ୍ୟତାମୂଳକ କରାଯାଇଛି ସରକାରୀ ସେବା ପ୍ରକ୍ରିୟାକୁ ସରଳ, ପାରଦର୍ଶୀ ଓ ବ୍ୟାପକ କରିବା ନିମନ୍ତେ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି । ଶୁକ୍ରବାର ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।

  • Garvita Odia

    Related Posts

    ୫୦ହଜାର ହିତାଧିକାରୀଙ୍କୁ ଘର ବାଣ୍ଟିବେ ମୋଦୀ

    ଭୁବନେଶ୍ବର: ରାଜ୍ୟରେ ବିଜେପି ସରକାରର ବର୍ଷପୂର୍ତ୍ତି କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବେ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି ହୋଇଛି। ଆସନ୍ତା ୨୦ତାରିଖ ଅପରାହ୍‌ଣ ୨ଟା ୩୦ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଏହିଠାରୁ ଜନତା ମଇଦାନ ପର୍ୟ୍ୟନ୍ତ…

    ୧୧ଟି ଜିଲାରେ ୩, ୮୭୮.୮୬ କୋଟି ଟଙ୍କାର ହେବ ପୁଞ୍ଜିନିବେଶ

    ଭୁବନେଶ୍ବର : ୧୩୭ତମ ରାଜ୍ୟସ୍ତରୀୟ ଏକକ ବାତାୟନ ମଞ୍ଜୁରି କର୍ତ୍ତୃପକ୍ଷ ବୈଠକରେ ୧୭ଟି ଶିଳ୍ପ ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଅନୁମୋଦିତ ଏହି ପ୍ରକଳ୍ପଗୁଡ଼ିକ ଦ୍ବାରା ରାଜ୍ୟ ୧୧ଟି ଜିଲାରେ ୩, ୮୭୮.୮୬ କୋଟି ଟଙ୍କାର ପୁଞ୍ଜିନିବେଶ ହେବ। ଏହାଫଳରେ ୧୦,୫୮୪…

    Leave a Reply

    Your email address will not be published. Required fields are marked *

    You Missed

    ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଓ ଝିଅ ଆହତ

    ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଓ ଝିଅ ଆହତ

    ନଦୀରେ ବୁଡି ୨ ମୃତ

    ନଦୀରେ ବୁଡି ୨  ମୃତ

    ଭୁଶୁଡ଼ିଲା ବ୍ରିଜ; ୨ ମୃତ

    ଭୁଶୁଡ଼ିଲା ବ୍ରିଜ; ୨ ମୃତ

    ବିମାନ ଦୁର୍ଘଟଣା: ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ

    ବିମାନ ଦୁର୍ଘଟଣା:  ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ

    ସମ ହସ୍ପିଟାଲରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା

    ସମ ହସ୍ପିଟାଲରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା

    ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା

    ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା