ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ:ମନ୍ତ୍ରୀ

ଭୁବନେଶ୍ୱର: କୋଟିଆକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ପ୍ଲାନ । ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ ।ସୋମବାର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ନିଜ ନିଜ ବିଭାଗର ଯୋଜନା ଓ କାର୍ୟ୍ୟକ୍ରମ ନେଇ କୋଟିଆ ଯିବେ ମନ୍ତ୍ରୀ । କୋରାପୁଟରେ ଆନ୍ଧ୍ରପ୍ରଦେଶର ପ୍ରଭାବ କମିଛି । ପ୍ରଶାସନ ତୀକ୍ଷଣ ନଜର ରଖିଛି । ଗୁଡାଏ କାର୍ୟ୍ୟକ୍ରମ ହାତକୁ ନିଆଯାଇଛି । ସେହିପରି ଖୁଵ ଶୀଘ୍ର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରାର ବଡ କାର୍ୟ୍ୟକ୍ରମ ନେଇ କୋଟିଆ ଯାଉଛନ୍ତି । ଯୋଗାଣ ମନ୍ତ୍ରୀ ମଧ୍ୟ କୋଟିଆ ଯାଇ ରାସନ କାର୍ଡ ବାଣ୍ଟିବେ। ଏବେ ଗଜପତି ଜିଲ୍ଲାର ନିର୍ଦ୍ଦିଷ୍ଟ ଗାଁକୁ ଆନ୍ଧ୍ର ଅଧିକାରୀ ଆସିଥିଲେ ।ଯାହାକୁ ସେଠାର ଲୋକମାନେ ପ୍ରତ୍ୟାଖାନ କଲେ ।ସେ ଜାଗା ଯିବା ପାଇଁ ମୁଁ ଜିଲ୍ଲାପାଳ ସହ କଥା ହେଇଛି । ସେହି ସ୍ଥାନରେ ଏକ ପୋଲିସ ଆଉଟ ପୋଷ୍ଟ କରାଯିବ । ଯାହା ଅନୁପ୍ରବେଶକାରୀଙ୍କୁ ଜଗିବ।

  • Garvita Odia

    Related Posts

    ସର୍ବୋତ୍ତମ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଏୟାରଲିଫ୍ଟ କରାଯାଇଛି:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର : ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଭୁବନେଶ୍ବର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ । ସର୍ବୋତ୍ତମ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଏୟାରଲିଫ୍ଟ କରାଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ…

    ସୁନାବେଡ଼ା ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

    ଭୁବନେଶ୍ୱର : ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । କୋରାପୁଟରେ ସୁନାବେଡ଼ାରେ ଘଟିଥିବା ଦୁର୍ଘଟଣାରେ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ଟଙ୍କାର ସହାୟତା ସହ ଆହତଙ୍କ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ…

    Leave a Reply

    Your email address will not be published. Required fields are marked *

    You Missed

    ସୋଆ ପକ୍ଷରୁ ଉଦ୍ଭାବନକୁ ନେଇ ଏଆଇସିଟିଇ ପ୍ରାୟୋଜିତ ଏଫ୍ଡିପି ଆୟୋଜିତ

    ସୋଆ ପକ୍ଷରୁ ଉଦ୍ଭାବନକୁ ନେଇ ଏଆଇସିଟିଇ ପ୍ରାୟୋଜିତ ଏଫ୍ଡିପି ଆୟୋଜିତ

    ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

    ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

    ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ:ମନ୍ତ୍ରୀ

    ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ:ମନ୍ତ୍ରୀ

    ଦାଦା, ଖୁଡି, ଭଉଣୀକୁ ହାଣିଲା ପୁତୁରା, ୨ ମୃତ

    ଦାଦା, ଖୁଡି, ଭଉଣୀକୁ  ହାଣିଲା ପୁତୁରା, ୨ ମୃତ

    ଆଉ ନାହାନ୍ତି କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭିଏସ୍‌ ଅଚ୍ୟୁତାନନ୍ଦ

    ଆଉ ନାହାନ୍ତି  କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭିଏସ୍‌ ଅଚ୍ୟୁତାନନ୍ଦ