ଏଥର ହେବ କଲେଜ ନିର୍ବାଚନ

ଭୁବନେଶ୍ୱର: କମ୍ପିବ କଲେଜ୍‌ କ୍ୟାମ୍ପସ୍‌ । ଦୀର୍ଘ ବର୍ଷ ଧରି ବନ୍ଦ ରହିଥିବା ଛାତ୍ର ସଂସଦ ନିର୍ବାଚନ ହେବ । ଏଥିପାଇଁ କଲେଜ କ୍ୟାମ୍ପସ୍‌ ସରଗରମ୍‌ ହେବ । କଲେଜ ନିର୍ବାଚନକୁ ନେଇ ଗୁରୁବାର ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଆସନ୍ତା ଶିକ୍ଷା ବର୍ଷରେ କଲେଜ ଛାତ୍ର ସଂସଦ ନିର୍ବାଚନ ହେବ । କଟକ ଜବାହରଲାଲ ନେହରୁ ଇଣ୍ଡୋର ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ଏବିଭିପି କାର୍ଯ୍ୟକ୍ରମରେ ଯୋଗନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗତ ସରକାର କଲେଜ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଥିଲେ । କିନ୍ତୁ ରାଜ୍ୟର ବିଜେପି ସରକାର ଆସନ୍ତା ଶିକ୍ଷା ବର୍ଷରେ କଲେଜ ଛାତ୍ର ସଂସଦ ନିର୍ବାଚନ କରିବାକୁ ନିଷ୍ପତ୍ତି ନେଇଛନ୍ତି ।

  • Related Posts

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ଅନୁଗୋଳ: ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ । ଦ୍ବିତୀୟ ଥର ପାଇଁ ଖୋଲିଲା ଗେଟ୍ । ଆଗାମୀ ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ଗେଟ୍ ଖୋଲିଛନ୍ତି କର୍ତ୍ତୃପକ୍ଷ । ବ୍ରାହ୍ମଣୀ ତଳେ ବସବାସ କରୁଥିବା ଲୋକଙ୍କୁ ପ୍ରଶାସନ ପକ୍ଷରୁ…

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    କେନ୍ଦୁଝର: କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବିଲେଇପଦା ଗ୍ରାମରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛାତ ଉପରୁ ମିଳିଲା ନାବାଳକର ମୃତଦେହ। ଗାଁରେ ଥିବା ପୁରୁଣା ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛାତ ଉପରୁ ରବିବାର ଜଣେ ୭ ବର୍ଷୀୟ ନାବାଳକର ମୃତଦେହ ଉଦ୍ଧାର କରିଛି…

    Leave a Reply

    Your email address will not be published. Required fields are marked *

    You Missed

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    କୁକୁର କାମୁଡ଼ାରେ ଦୁଇ ମୃତ

    କୁକୁର କାମୁଡ଼ାରେ ଦୁଇ ମୃତ