ଏନକାଉଣ୍ଟରରେ ୨ ନକ୍ସଲ ନିହତ

ଛତିଶଗଡ:  ଛତିଶଗଡର ବିଜାପୁର ଜିଲ୍ଲାରେ ପୁଲିସ ଏନକାଉଣ୍ଟରରେ ୨ ଜଣ ନକ୍ସଲ ନିହତ ହୋଇଛନ୍ତି। ଏଥିସହ ସୁରକ୍ଷାକର୍ମୀମାନେ ଘଟଣାସ୍ଥଳରୁ ବିପୁଳ ପରିମାଣରେ ନକ୍ସଲ ସାମଗ୍ରୀ ଜବତ କରିଛନ୍ତି।

ବିଜାପୁର ଜିଲ୍ଲାର ଉସୁର-ବାସାଗୁଡା-ପାମେଡ ଅଞ୍ଚଳରେ ନକ୍ସଲ କ୍ୟାମ୍ପ କରି ରହିଥିବା ପୁଲିସ କୌଣସି ସୂତ୍ରରୁ ପାଇଥିଲା। ପରେ ଡିଆରଜି,ଏସଟିଏଫ,କୋବ୍ରା ଏବଂ ସିଆରପିଏଫ ବାଟାଲିୟନର ଯବାନ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ କରିଥିଲେ। ନକ୍ସଲ ମାନେ ଯବାନଙ୍କୁ ଦେଖି ଅତର୍କିତ ଗୁଳି ଚଳାଇଥିଲେ। ଯବାନମାନେ ପାଲଟା ଜବାବ ଦେଇଥିଲା।ପରେ ଯବାନଙ୍କ ପାଲଟାଗୁଳିରେ ଦୁଇ ଜଣ ନକ୍ସଲ ଟଳି ପଡ଼ିଥିଲେ। ପରେ ଅନ୍ୟ ନକ୍ସଲମାନେ ସେଠାରୁ ଛତ୍ରଭଙ୍ଗ ଦେଇଥିଲେ। ମୃତ ନକ୍ସଲଙ୍କୁ ଚିହ୍ନଟ କରାଯାଇନଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

  • Related Posts

    ରାଜନୀତିରେ ଏଣ୍ଟ୍ରି ମାରିଲେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ

    ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଏମ୍‌ ନାଗେଶ୍ୱର ରାଓ ଶନିବାର ବାରାଣସୀଠାରେ ‘ସର୍ବଜନ ସନାତନ ପାର୍ଟି’ର ଜାତୀୟ ଅଧ୍ୟକ୍ଷ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏମ୍‌ ନାଗେଶ୍ୱର ରାଓ ସୁରକ୍ଷା, ଆଇନ ଶୃଙ୍ଖଳା ଏବଂ ପ୍ରଶାସନିକ କ୍ଷେତ୍ରରେ ପ୍ରାୟ ଚାରି ଦଶନ୍ଧି…

    Continue reading
    ‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ

    ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା ପାଇଁ ‘ସତ୍ୟାଗ୍ରହ’ ନାମକ ଏକ ଡିଜିଟାଲ ପ୍ଲାଟ୍‌ଫର୍ମ ଶୁଭାରମ୍ଭ କରିଛନ୍ତି। ‘X’ରେ ଏକ ପୋଷ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ