MV OCEAN WINNER ଏପର୍ଯ୍ୟନ୍ତ ମିଳୁନି ନିଖୋଜ ୨୨ ନାବିକଙ୍କ ସନ୍ଧାନ

ପାରାଦୀପ ଆସିଥିବା ଏମଭି ଓସିଅନ ୱିନର ଜାହାଜର ୨ ନାବିକଙ୍କୁ ପଚରାଯାଇଛି ୬୭ ପ୍ରଶ୍ନ। ଗତକାଲି ବିଭିନ୍ନ ଏଜେନ୍ସି ପକ୍ଷରୁ ବିଭିନ୍ନ କ୍ୟାଟେଗୋରୀରେ ଏତେ ସବୁ ପ୍ରଶ୍ନ କରାଯାଇଥିଲା। ଜାହାଜ ବୁଡ଼ିବା ସମୟରେ କ’ଣ ଘଟିଥିଲା, କିପରି ସେମାନେ ଜୀବନ ବଞ୍ଚାଇଥିଲେ ଏବଂ ଅନ୍ୟ ନାବିକମାନଙ୍କ ସମ୍ପର୍କରେ କ’ଣ ତଥ୍ୟ ରହିଛି। ସେସବୁ ନେଇ ତଥ୍ୟ ସଂଗ୍ରହ କରାଯାଇଥିବା ଜଣାପଡ଼ିଛି।

କୋଲକାତାସ୍ଥିତ ଚୀନ ବାଣିଜ୍ୟିକ ଦୂତାବାସ କାର୍ଯ୍ୟାଳୟରୁ ଆସିଥିବା ଦୁଇ ଜଣ ଅଧିକାରୀ ଭାଷା ଅନୁବାଦରେ ସହାୟତା କରିଥିଲେ। ସେମାନଙ୍କ ଉପସ୍ଥିତିରେ ଇମିଗ୍ରେସନ, ପୋଲିସ ଓ ଗୁଇନ୍ଦା ବିଭାଗର ଅଧିକାରୀମାନେ ଦୁଇ ନାବିକଙ୍କୁ ବିଭିନ୍ନ ଦିଗରେ ପଚରାଉଚରା କରିଥିଲେ। ସେପଟେ ଜାହାଜ ଓସେନ୍ ୱିନର୍ ବୁଡ଼ି ଘଟଣାକୁ ୮ ଦିନ ବିତିଥିଲେ ବି ଏପର୍ଯ୍ୟନ୍ତ ମିଳୁନି ନିଖୋଜ ୨୨ ନାବିକଙ୍କ ସନ୍ଧାନ।

  • Related Posts

    ଧରା ପଡ଼ିଲେ ୪ ଚୋର, ୯ଛେଳି ଓ ୨ଟି କାର ଜବତ

    ନିମାପଡ଼ା : ଶୁକ୍ରବାର ରାତ୍ରରେ ଚାରିଛକ ଥାନା ଅନ୍ତର୍ଗତ ଚଉରାଶି ଗ୍ରାମର ଜନୈକ ବ୍ୟକ୍ତିଙ୍କ ଗୁହାଳରୁ ଛେଳି ଚୋରୀ କରି ୨ଟି କାରରେ ନେବା ବେଳେ ଗ୍ରାମବାସୀଙ୍କ ହାତରେ ଧରା ପଡିଛନ୍ତି ୪ ଛେଳି ଚୋର। ଗ୍ରାମବାସୀ ମାନେ ଛେଳି ଚୋରଙ୍କୁ…

    Continue reading
    ଓଏଭି ରାଇକିଆରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

    ‘ସମସ୍ତଙ୍କ ପାଇଁ କ୍ରୀଡ଼ା’ ବାର୍ତ୍ତା ନେଇ ସଚେତନତା ରାଲି ରାଇକିଆ-୨୯-୨୬-ମହାନ ହକି ଖେଳାଳି ତଥା ହକିର ଯାଦୁକର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅବସରରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ରାଇକିଆ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ