ଏଫଏମ୍‌ କଲେଜ ଛାତ୍ରୀ ଆତ୍ମହୂତି ମାମଲା:ଦୁଇ ଆବେଦନକାରୀଙ୍କୁ ଅନ୍ତରୀଣ ସୁରକ୍ଷା

କଟକ: ବହୁ ଚର୍ଚ୍ଚିତ ଏଫଏମ୍‌ କଲେଜ ଛାତ୍ରୀ ଆତ୍ମହୂତି ମାମଲା। ବାଲେଶ୍ୱର ଏସଡିଜେଏମ ଅଦାଲତରେ ବିଚାରଧୀନ ମାମଲାରେ ଅମିତ ସ୍ପନ୍ଦନ ବେହେରା ଓ ସୌରଭ ବେହେରାଙ୍କୁ ହାଇକୋର୍ଟ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ଆଗୁଆ ଜାମିନ ଲୋ ହାଇକୋର୍ଟରେ ପୃଥକ ଭାବେ ଉଭୟ ଆବେଦନ ଦାୟର କରିଥିଲେ। ଜଷ୍ଟିସ ଭି.ନରସିଂହ ଆବଦେନର ମିଳିତ ଶୁଣାଣି କରି ଦୁଇ ଆବେଦନକାରୀଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ସେପ୍ଟେମ୍ବର ୧୬ ତାରିଖରେ ତଦନ୍ତକାରୀ ଅଧିକାରୀଙ୍କ ନିକଟରେ ଉଭୟ ଆବେଦନକାରୀ ହାଜର ହେବେ। ଏହି ମାମଲାରେ ପରବର୍ତ୍ତୀ ଶୁଣାଣି ପର୍ୟ୍ୟନ୍ତ ଉଭୟଙ୍କୁ ଗିରଫ କରାଯିବ ନାହିଁ । ଏହାବ୍ୟତୀତ ଶୁଣାଣି ସମୟରେ ସରକାରଙ୍କ ତରଫରୁ କେସ୍‌ ଡାଏରି ଦାଖଲ କରାଯିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ବର ୨୦ରେ ମମାଲର ପରବର୍ତ୍ତୀ ଶୁଣାଣି ଧାର୍ୟ୍ୟ କରିଛନ୍ତି କୋର୍ଟ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ