ଏବେ ମହାନଦୀ ସମସ୍ୟାର ସମାଧାନ ହେବ:ମନମୋହନ

ଭୁବନେଶ୍ବର: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ପରାମର୍ଶ ଦେଇଥିଲେ, ଏବେ ମହାନଦୀ ସମସ୍ୟାର ସମାଧାନ ହେବ । ଏଭଳି ପ୍ରତିକ୍ରିୟା ରଖିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସେ କହିଛନ୍ତି, ମହାନଦୀ ସମସ୍ୟା ସମାଧାନ ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ପରାମର୍ଶ ଦେଇଥିଲେ କ୍ଷ ଦୁଇ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କର ଏନେଇ ଆଲୋଚନା ହୋଇଛି କ୍ଷ ଡିସେମ୍ବରରେ ମୁଖ୍ୟମନ୍ତ୍ରୀ ସ୍ତରୀୟ ଆଲୋଚନା ହେବ କ୍ଷ ସମୟ ଗଡେଇବା ପାଇଁ ବିରୋଧୀ କେସ୍ କରିଥିଲେ କ୍ଷ କହିବା ପାଇଁ ତାଙ୍କର ନୈତିକ ସାହସ ନାହିଁ କ୍ଷ ମହାନଦୀରେ ଗୋଟେ ବି ବ୍ୟାରେଜ କରିପାରିଲେ ନାହିଁ କ୍ଷ ଖାଲି କେସ୍ କଲେ କ’ଣ ହେବ, ସରକାର ୧୫ ବର୍ଷ ଭିତରେ ଗୋଟେ ବ୍ୟାରେଜ ପରିକଳ୍ପନା କରିପାରିଲେ ନାହିଁ କ୍ଷ ପାଣି ସମୁଦ୍ରକୁ ବୋହି ଯାଉଛି ଆମେ ଅଟକାଇପାରିଲେ ନାହିଁ । ଛତିଶଗଡ ବ୍ୟାରେଜ କଲା, ଖାଲି ଦୋଷ ଦେଲେ କ’ଣ ହେବ ବୋଲି ମନମୋହନ ସାମଲ କହିଛନ୍ତି ।

  • Related Posts

    ବନ୍ଦ ହେଲା ବିଧାନସଭା: ବର୍ଷିଲା ବିଜେଡି

    ଭୁବନେଶ୍ବର: ରାତି ଆଧରେ ଆକସ୍ମିକ ବନ୍ଦ ହେଲା ବିଧାନସଭା । ଶେଷ କାର୍ୟ୍ୟ ଦିବସ ପୂର୍ବରୁ ଗୃହ କାର୍ୟ୍ୟ ବନ୍ଦ । ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଏଭଳି ହଠାତ୍ ବନ୍ଦ ନେଇ ରାଜ୍ୟ…

    Continue reading
    କ୍ଷମା ମାଗିଲେ ନିଶିକାନ୍ତ ଦୁବେ: କ’ଣ କହିଲେ ଜାଣନ୍ତୁ

    ନୂଆଦିଲ୍ଲୀ : ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ପ୍ରସଙ୍ଗକୁ ନେଇ ଆଜି କ୍ଷମା ମାଗିଛନ୍ତି ନିଶିକାନ୍ତ ଦୁବେ। ସୋସିଆଲ ମିଡିଆରେ ପୋଷ୍ଟ କରି ସେ କ୍ଷମା ପ୍ରାର୍ଥନା କରିଛନ୍ତି। ଏବଂ କହିଛନ୍ତି ବିଜୁ ବାବୁଙ୍କୁ ନେଇ ଦେଇଥିବା ବୟାନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ