ଏସସିବି ମେଡିକାଲରେ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଟିମ୍

କଟକ: ଏସସିବି ମେଡିକାଲରୁ ଗତ ୬ ବର୍ଷ ମଧ୍ୟରେ ୧୪ ଜଣ ନବଜାତ ଶିଶୁ ନିଖୋଜ ହେବା ଘଟଣା। ତଦନ୍ତ ପାଇଁ ଏସସିବି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ପହଞ୍ଚିଲେ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ର। ତାଙ୍କ ସହ ଦୁଇ ଜଣ ସଦସ୍ୟ ମନସ୍ମିତା ଖୁଣ୍ଟିଆ ଓ କସ୍ତୁରୀ ମିଶ୍ର ମଧ୍ୟ ଉପସ୍ଥିତ ଅଛନ୍ତି।

ଏସସିବି କର୍ତ୍ତୃପକ୍ଷଙ୍କୁ ପଚରାଉଚରା କରାଯାଇଛି। ସେମାନେ ୫ ଜଣ ଶିଶୁଙ୍କ ତଥ୍ୟ ପ୍ରଦାନ କରିଛନ୍ତି। ୩ ଜଣ ଶିଶୁଙ୍କୁ ତାଙ୍କ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଥିବା ବେଳେ ୨ ଜଣ ଶିଶୁଙ୍କୁ କିଛି ସ୍ବେଛାସେବୀ ସଂଗଠନକୁ ହସ୍ତାନ୍ତର କରାଯାଇଛି। ତେବେ ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯାଉଛି ବୋଲି କହିଛନ୍ତି ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ର।

  • Related Posts

    ଆଜିଠୁ କାଳବୈଶାଖୀ: ପ୍ରବଳ ବର୍ଷା ସମ୍ଭାବନା

    ଭୁବନେଶ୍ୱର: ଗତ କିଛିଦିନ ଧରି ଅସହ୍ୟ ଗରମରେ ସିଝୁଥିବା ରାଜ୍ୟବାସୀଙ୍କୁ ମିଳିବ ଆଶ୍ୱସ୍ତି। ଲଗାତାର ଦୁଇ ସପ୍ତାହ ଧରି ଜାରି ରହିଥିବା ଗ୍ରୀଷ୍ମ ପ୍ରକୋପ ପରେ ମଙ୍ଗଳବାରଠାରୁ ରାଜ୍ୟରେ ପାଣିପାଗରେ ବଡ଼ ପରିବର୍ତ୍ତନ ଆସିବା ନେଇ ବିଭାଗ ଆକଳନ କରିଛି। ବଙ୍ଗୋପସାଗରରୁ…

    Continue reading
    କ୍ୟାପିଟାଲ ହସ୍ପିଟାଲରେ NIA ଟିମ୍

    ଭୁବନେଶ୍ୱର : କ୍ୟାପିଟାଲ୍ ହସ୍ପିଟାଲ୍ ରେ NIA ଟିମ୍। ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲରେ ପହଞ୍ଚିଲେ NIA ଟିମ୍। ଆଜାଦନଗର ବୋମା ବିସ୍ଫୋରଣ ଘଟଣାରେ ତଦନ୍ତ କରୁଛି NIA ଟିମ । ଘଟଣା ଘଟିବା ପରେ ଅଭିଯୁକ୍ତ ଏବଂ ତାର ସହଯୋଗୀଙ୍କୁ ପ୍ରଥମେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା