ଏସସି-ଏସଟି ହବ୍ କନକ୍ଲେଭ୍ ଓ ପିଏମ୍ ବିଶ୍ବକର୍ମା ଜାତୀୟ କର୍ମଶାଳା

ବାରିପଦା: ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଛି ଏସସି-ଏସଟି ହବ୍ କନକ୍ଲେଭ୍ ଓ ପିଏମ୍ ବିଶ୍ବକର୍ମା ଜାତୀୟ କର୍ମଶାଳା। ଏଥିରେ ଅତିଥି ଭାବେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଏମଏସଏମଇ ମନ୍ତ୍ରୀ ଜିତନରାମ ମାଝୀ। ଏହି କାର୍ୟ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି।

ଏତଦବ୍ୟତୀତ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ଏମଏସଏମଇ, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ଶିଳ୍ପମନ୍ତ୍ରୀ ସଂପଦ ଚନ୍ଦ୍ର ସ୍ବାଇଁ। ଠିକ୍ ସେଭଳି ବିଭିନ୍ନ ବିଭାଗର ସଚିବମାନେ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ