ଏସିଆ କପ ହକି ଫାଇନାଲରେ ଆଜି ଭାରତ-ଦକ୍ଷିଣ କୋରିଆ ମୁକାବିଲା

ରାଜଗିର,07।09: ପୁରୁଷ ଏସିଆ କପ ହକି ପ୍ରତିଯୋଗିତାର ଫାଇନାଲରେ ଭାରତ ପ୍ରବେଶ କରିଛି। ଶନିବାର ଶେଷ ସୁପର-୪ ମ୍ୟାଚରେ ଭାରତ ୭-୦ ଗୋଲ୍‌ରେ ଚୀନ୍‌କୁ ପରାସ୍ତକରି ଅପରାଜିତ ରହି ଫାଇନାଲରେ ପହଞ୍ଚିଛି। ଆଜି ଭାରତ ଓ ଦକ୍ଷିଣ କୋରିଆ ମଧ୍ୟରେ ଫାଇନାଲ ଖେଳାଯିବ। ଭାରତ ୩ଟି ମ୍ୟାଚରୁ ୨ଟି ବିଜୟ ଓ ଗୋଟିଏ ଡ୍ର ସହ ୭ ପଏଣ୍ଟ ପାଇ ଗ୍ରୁପ ଶୀର୍ଷ ସ୍ଥାନ ହାସଲ କରିଛି। ଅନ୍ୟପକ୍ଷରେ ଚୀନ ପରାଜିତ ହେବା ପରେ ଦକ୍ଷିଣ କୋରିଆ ୪ ପଏଣ୍ଟ ସହ ଗ୍ରୁପର ଦ୍ବିତୀୟ ସ୍ଥାନରେ ରହି ଫାଇନାଲ ଖେଳିବାକୁ ଯୋଗ୍ୟତା ହାସଲ କରିଛି। ଶନିବାର ଦକ୍ଷିଣ କୋରିଆ ଶେଷ ସୁପର-୪ ମ୍ୟାଚରେ ୪-୩ ଗୋଲରେ ମାଲେସିଆକୁ ପରାସ୍ତ କରିଥିଲା।

  • Related Posts

    ଲକ୍ଷ୍ନୌକୁ ୬ ଓ୍ବିକେଟରେ ହରାଇଲା ଦିଲ୍ଲୀ

    ଲକ୍ଷ୍ନୌ:ଆଇପିଏଲ୍ ୨୦୨୬ ର ପଞ୍ଚମ ଲିଗ୍ ମ୍ୟାଚ୍ ରେ, ଦିଲ୍ଲୀ କ୍ୟାପିଟାଲ୍ସ ଲକ୍ଷ୍ନୌ ସୁପରଜାଏଣ୍ଟସ୍ କୁ ୬ ୱିକେଟରେ ପରାସ୍ତ କରିଛି। ସମୀର ରିଜଭି ଏବଂ ଟ୍ରିଷ୍ଟନ୍ ଷ୍ଟବ୍ସ ଦଳକୁ ବିଜୟୀ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହି ଯୋଡ଼ି…

    Continue reading
    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ