ଏସ୍‌ବିଆଇ ଏଟିଏମ୍‌କୁ ତାଡ଼ି ଲୁଟ୍‌

ଭୁବନେଶ୍ୱର: ସାମନ୍ତରାପୁର ସ୍ଥିତ ଶ୍ରୀରାମ ନଗର ପାଖ ତିନି ଛକ ନିକଟରେ ଏସ୍‌ବିଆଇ ଏଟିଏମ୍‌କୁ ତାଡ଼ି ଲୁଟ୍‌ କଲେ ଲୁଟ୍‌ । ଘଟଣାସ୍ଥଳରେ ସିସିଟିଭିକୁ ଆଧାର କରି ଧଉଳି ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି । ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ରାଜଧାନୀ ଭୁବନେଶ୍ୱରର ସାମନ୍ତରାପୁର ସ୍ଥିତ ଶ୍ରୀରାମ ନଗର ପାଖ ତିନି ଛକ ନିକଟରେ ଏକ ଏସ୍‌ବିଆଇ ଏଟିଏମ୍‌ ରହିଛି । ଉକ୍ତ ଏଟିଏମ୍‌ ଉପରେ ଦୁର୍ବୃତ୍ତମାନେ ନଜର ରଖିଥିଲେ । ମଉକା ପାଇ ଏଟିଏମ୍‌ଟିକୁ ଚାଡି ଲୁଟ୍‌ କରିଛନ୍ତି ଲୁଟେରା । ଉକ୍ତ ଏଟିଏମ୍‌ରୁ ଲୁଟ୍‌ ହୋଇଥିବା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଧଉଳି ଥାନା ପୋଲିସ ପହଞ୍ଚି ସମସ୍ତ ସିସିଟିଭି ଫୁଟେଜ୍‌ ଯାଞ୍ଚ କରି ତଦନ୍ତ ଚଳାଇଛି ।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍