ଏୟାରପୋର୍ଟ ଭିତରେ ଉଡାନ ଯାତ୍ରୀ କାଫେର ଶୁଭାରମ୍ଭ

ଭୁବନେଶ୍ଵର : ଭୁବନେଶ୍ଵର ବିମାନବନ୍ଦରରେ ଏବେ ମିଳିବ ଶସ୍ତା ଖାଦ୍ୟପାନୀୟ। ଏୟାରପୋର୍ଟ ଭିତରେ ଉଡାନ ଯାତ୍ରୀ କାଫେର ଶୁଭାରମ୍ଭ। ୧୦ ଟଙ୍କାରେ ଚା, କଫି, ପାଣି ବୋତଲ ଓ ନଡ଼ିଆ ଲଡ଼ୁ ମିଳିବ। ସେହିପରି ୨୦ ଟଙ୍କାରେ ସିଙ୍ଗଡ଼ା ମିଳିବ। ସବୁ ଯାତ୍ରୀ ଏହି ସୁଲଭ ସୁବିଧା ନେଇ ପାରିବେ। ଉଡାନ ଯାତ୍ରୀ କାଫେର ଉଦଘାଟନ ପରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁ କିଞ୍ଜରପୁ ଏହି ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ଏହା ଏକ ନୂଆ ପ୍ରୟାସ। ଏହାଦ୍ଵାରା ଯାତ୍ରୀମାନେ କମ୍ ଖର୍ଚ୍ଚରେ ସୁସ୍ୱାଦୁ ଖାଦ୍ୟ ପାଇପାରିବେ। ଗତବର୍ଷ ଡ଼ିସେମ୍ବର ମାସରେ ପ୍ରଥମେ କଲିକତାରେ ଏହି ଉଡାଣ ଯାତ୍ରୀ କାଫେ ଖୋଲା ହୋଇଥିଲା। ପରେ ଚେନ୍ନାଇ, ଅହମ୍ମଦାବାଦ, ପୁନେରେ ମଧ୍ୟରେ ଖୋଲିଛି। ଆଜି ଭୁବନେଶ୍ୱର ବିମାନବନ୍ଦରରେ ଖୋଲିଲା । ଆସନ୍ତା ଏକବର୍ଷ ମଧରେ ଦେଶର ୧୦ ରୁ ୧୫ ବଡ଼ ବିମାନବନ୍ଦରରେ ଏହି କାଫେ ଖୋଲିବ ବୋଲି ପ୍ରଧାନମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି।

  • Related Posts

    ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ

    କଟକ,୨୫/୦୮: କଟକ ଦୁର୍ଗା ପୂଜା ପାଇଁ ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ। ଦୁର୍ଗା ପୂଜାକୁ ଆଉ ମାସେ ବାକି ଥିବା ବେଳେ ଏଥିପାଇଁ ଜାରି ହେଲା ସର୍କୁଲାର। ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ।…

    Continue reading
    ଧାମନଗରର ୧୨ଟି ପଞ୍ଚାୟତରେ ବନ୍ୟା ବିଭୀଷିକା ଜାରି

    ଦୋବଲ,୨୫/୦୮: ଭଦ୍ରକ ଜିଲ୍ଲା ଧାମନଗରରେ ବନ୍ୟା ବିଭୀଷିକା ଜାରି ରହିଛି। ବୈତରଣୀ ଓ ଏହାର ଶାଖା ନଦୀ ଗେଙ୍ଗୁଟି, କୋଚିଳାରେ ବନ୍ୟା ଯୋଗୁଁ ବ୍ଲକର ୧୨ଟି ପଞ୍ଚାୟତ ପ୍ରଭାବିତ ହୋଇଛି। ଆନନ୍ଦପୁର, ଖଡ଼ିପଦା, ସୋହଡ଼ା, କରଦା, ଦଳାଙ୍ଗ, ପଧାନି, ଅର୍ଜୁନପୁର, ଭଟ୍ଟସାହି,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଦିଲ୍ଲୀରଠାରେ ଓପନ୍‌ ଏଆଇର ପ୍ରଥମ ଅଫିସ୍‌ ଖୋଲିବ

    ସ୍ବଦେଶୀ ସାମଗ୍ରୀ କିଣନ୍ତୁ ଓ ବିଦେଶୀ ସାମଗ୍ରୀ ବିକ୍ରି କରିବାରୁ ବିରତ ରୁହନ୍ତୁ : ପ୍ରଧାନମନ୍ତ୍ରୀ

    ଗମ୍ଭୀର ଅପରାଧର ଅଭିଯୁକ୍ତଙ୍କୁ ଦଳରେ ସାମିଲ କରି ମାମଲାର ସମାଧାନ କରୁଥିବା ମନ୍ତ୍ରୀ/ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ପଦବୀ ଛାଡିବା ଉଚିତ କି?: ଅରବିନ୍ଦ କେଜରିୱାଲ

    ୪୮ କିଗ୍ରା ବିଭାଗରେ ସ୍ୱର୍ଣ୍ଣ ପଦକ ହାସଲ କଲେ ମୀରାବାଈ ଚାନୁ

    ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ

    ଓଡ଼ିଶା ହେବ ଇଲେକ୍ଟ୍ରୋନିକ୍ସ ହବ୍‌: ନୂତନ ନୀତି-୨୦୨୫କୁ ଅନୁମୋଦନ