ଓଇଆରସି ସଦସ୍ୟ ଭାବେ ଶପଥ ନେଲେ ବିଶ୍ବଜିତ୍ ମହାନ୍ତି

ଭୁବନେଶ୍ୱର: ଓଇଆରସି ସଦସ୍ୟ ଭାବେ ଶପଥ ନେଲେ ବିଶ୍ବଜିତ୍ ମହାନ୍ତି । ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ କାର୍ଯ୍ୟାଳୟରେ ସେ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିଛନ୍ତି । ଓଇଆରସି ଅଧ୍ୟକ୍ଷ ପ୍ରଦୀପ କୁମାର ଜେନା ତାଙ୍କୁ ପଦ ଓ ଗୋପାନୀୟତାର ଶପଥ ପାଠ କରାଇଥିଲେ । ଏହି ସମାରୋହରେ ଓଇଆରସିର ଅନ୍ୟ ସଦସ୍ୟଙ୍କ ସହିତ ଶକ୍ତି ବିଭାଗ ପ୍ରମୁଖ ସଚିବ ବିଶାଳ ଦେବ, ଓପିଟିସିଏଲ ନିର୍ଦ୍ଦେଶକ ବି.ବି ମେହତା, ଗ୍ରୀଡ଼କୋ ପରିଚାଳନା ନିର୍ଦେଶକ ସାଇଦତ୍ତ ବିପ୍ଳବ କେଶରୀ ପ୍ରଧାନ ଏବଂ ଓଏଚପିସି ନିର୍ଦ୍ଦେଶକ ତ୍ରିଲୋଚନ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

  • Garvita Odia

    Related Posts

    ବର୍ଷା; ମୟୁରଭଞ୍ଜ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ

    ଭୁବନେଶ୍ବର: ମୟୁରଭଞ୍ଜ ଜିଲ୍ଲାକୁ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ଜିଲ୍ଲାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ବନ୍ଦ ରହିବ। ଏ ନେଇ ଜିଲ୍ଲାପାଳ ନିର୍ଦ୍ଦେଶ ଜାରି କରିଛନ୍ତି। ଏହା ବ୍ୟତୀତ, ବିଭିନ୍ନ ସ୍କୁଲ…

    ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

    ମନମୁଣ୍ଡା: ବଲାଙ୍ଗୀର-ଖୋର୍ଦ୍ଧା ରେଲୱେ ଲାଇନ୍‌ରେ ପ୍ରଥମ ମୃତ୍ୟୁ। ଶୁକ୍ରବାର ସକାଳେ ମନମୁଣ୍ଡା ଥାନା ପୁରୁଣାପାଣି ରେଳ ଷ୍ଟେସନ ପାଖ ସାନ ଡୁଙ୍ଗୁରିପାଲି ଓଭରବ୍ରିଜ୍ ନିକଟ ରେଳ ଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କ ଗୋଡ଼ କଟି ଯାଇଛି। ମୃତକ…

    Leave a Reply

    Your email address will not be published. Required fields are marked *

    You Missed

    ବର୍ଷା; ମୟୁରଭଞ୍ଜ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ

    ବର୍ଷା; ମୟୁରଭଞ୍ଜ ଜିଲ୍ଲାରେ ବନ୍ଦ ରହିବ  ସ୍କୁଲ

    ମୋଦିଙ୍କୁ ସ୍ଵାଗତ କଲେ ମୁଇଜ୍ଜୁ

    ମୋଦିଙ୍କୁ ସ୍ଵାଗତ କଲେ ମୁଇଜ୍ଜୁ

    ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

    ରେଳ ଧାରଣାରୁ  ଯୁବକଙ୍କ ମୃତଦେହ ଉଦ୍ଧାର

    ମାଓଗଡରେ ଦେଖାଗଲାଣି ଖାଦ୍ୟ ଅଭାବ

    ମାଓଗଡରେ ଦେଖାଗଲାଣି ଖାଦ୍ୟ ଅଭାବ

    ପୋଲିସ ଉପରେ ବର୍ଷିଲେ ପ୍ରଣବ ବଳବନ୍ତରାୟ

    ପୋଲିସ ଉପରେ ବର୍ଷିଲେ ପ୍ରଣବ ବଳବନ୍ତରାୟ

    ‘ଓଡ଼ିଶା ଟେକ୍ସ ୨୦୨୫’କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ‘ଓଡ଼ିଶା ଟେକ୍ସ ୨୦୨୫’କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ