ଓଇଆରସି ସଦସ୍ୟ ଭାବେ ଶପଥ ନେଲେ ବିଶ୍ବଜିତ୍ ମହାନ୍ତି

ଭୁବନେଶ୍ୱର: ଓଇଆରସି ସଦସ୍ୟ ଭାବେ ଶପଥ ନେଲେ ବିଶ୍ବଜିତ୍ ମହାନ୍ତି । ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ କାର୍ଯ୍ୟାଳୟରେ ସେ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିଛନ୍ତି । ଓଇଆରସି ଅଧ୍ୟକ୍ଷ ପ୍ରଦୀପ କୁମାର ଜେନା ତାଙ୍କୁ ପଦ ଓ ଗୋପାନୀୟତାର ଶପଥ ପାଠ କରାଇଥିଲେ । ଏହି ସମାରୋହରେ ଓଇଆରସିର ଅନ୍ୟ ସଦସ୍ୟଙ୍କ ସହିତ ଶକ୍ତି ବିଭାଗ ପ୍ରମୁଖ ସଚିବ ବିଶାଳ ଦେବ, ଓପିଟିସିଏଲ ନିର୍ଦ୍ଦେଶକ ବି.ବି ମେହତା, ଗ୍ରୀଡ଼କୋ ପରିଚାଳନା ନିର୍ଦେଶକ ସାଇଦତ୍ତ ବିପ୍ଳବ କେଶରୀ ପ୍ରଧାନ ଏବଂ ଓଏଚପିସି ନିର୍ଦ୍ଦେଶକ ତ୍ରିଲୋଚନ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ