ଓଏମପିରୁ କନ୍ଦରପୁର ଏଲିଭେଟେଡ କରିଡର

କଟକ: କଟକ ଓଏମପିରୁ କନ୍ଦରପୁର ହେବ ଏଲିଭେଟେଡ କରିଡର । ରବିବାର କଟକ ସାଂସଦ ଭର୍ତ୍ତୃହରି ମହତାବ ଏନେଇ ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ସହ ଆଲୋଚନା ହୋଇଛି । ଏନେଇ ଖୁବଶୀଘ୍ର ମଞ୍ଜୁରୀ ମିଳିବ । ଡିପିଆର ପ୍ରସ୍ତୁତି ଶେଷ ହୋଇଛି । ଆସନ୍ତା ୩ମାସରେ କାମ ଆରମ୍ଭ ହେବ । ଏଥିପାଇଁ ୬୪୦ କୋଟି ଟଙ୍କା ଖର୍ଚ୍ଚ ହେବ । ଭିଡ଼କୁ ଦୃଷ୍ଟିରେ ରଖି ଏହି ଏଲିଭେଟେଡ କରିଡର ନିର୍ମାଣ ପାଇଁ ନିଷ୍ପତ୍ତି ନିଆଯାଇଛି ବୋଲି କଟକ ସାଂସଦ ଭର୍ତ୍ତୃହରି ମହତାବ କହିଛନ୍ତି ।

  • Garvita Odia

    Related Posts

    ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

    ହୀରାକୁଦ: ଉପରମୁଣ୍ଡରୁ ବର୍ଷାଜଳ ପ୍ରବେଶ କରୁଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଶନିବାର ରାତି ୯ଟାରେ ୬୧୨.୧୨ ଫୁଟ ରହିଥିଲା ା ବାମପଟର ୧୩ ଓ ଡାହାଣପଟର ୭ ଫାଟକ ଦ୍ବାରା ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି…

    ଓଡ଼ିଶାରେ ଲାଗୁ ହେଉ ରାଷ୍ଟ୍ରପତି ଶାସନ: ପ୍ରମିଳା

    ଭୁବନେଶ୍ୱର: ଓଡ଼ିଶାରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ୟ୍ୟସ୍ତ ହୋଇପଡ଼ିଥିବା ଅଭିଯୋଗ କରି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ଦାବି କରିଛନ୍ତି । ତାଙ୍କ ମତରେ, ରାଜ୍ୟର ପରିସ୍ଥିତି ମଣିପୁରଠାରୁ ମଧ୍ୟ ଅଧିକ ସାଂଘାତିକ…

    Leave a Reply

    Your email address will not be published. Required fields are marked *

    You Missed

    ଘୋଷଣା କଲେ ଟ୍ରମ୍ପ: ଯୁଦ୍ଧ ବିରତି ପାଇଁ ଥାଇଲାଣ୍ଡ ଓ କାମ୍ୱୋଡିଆ ରାଜି

    ଘୋଷଣା କଲେ  ଟ୍ରମ୍ପ: ଯୁଦ୍ଧ ବିରତି ପାଇଁ  ଥାଇଲାଣ୍ଡ ଓ କାମ୍ୱୋଡିଆ ରାଜି

    ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

    ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

    ଓଡ଼ିଶାରେ ଲାଗୁ ହେଉ ରାଷ୍ଟ୍ରପତି ଶାସନ: ପ୍ରମିଳା

    ଓଡ଼ିଶାରେ  ଲାଗୁ ହେଉ ରାଷ୍ଟ୍ରପତି ଶାସନ: ପ୍ରମିଳା

    ଆଜିଠୁ କମିବ ବର୍ଷା

    ଆଜିଠୁ କମିବ ବର୍ଷା

    ଓଏମପିରୁ କନ୍ଦରପୁର ଏଲିଭେଟେଡ କରିଡର

    ଓଏମପିରୁ କନ୍ଦରପୁର ଏଲିଭେଟେଡ କରିଡର

    ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି

    ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି