ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଖୋଲିଲା ଗୁମର

ଭୁବନେଶ୍ବର : ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଜିତନ ମହାରଣା ଓ ବିଜୟ ମିଶ୍ର ପେନଡ୍ରାଇଭରେ ପ୍ରଶ୍ନପତ୍ର ନେଇଥିବା ସ୍ବୀକାର କରିଛନ୍ତି । ଡ୍ରାଇଭର ଜରିଆରେ କଟକରୁ ନୟାଗଡ଼କୁ ପେନ୍‌ଡ୍ରାଇଭରେ ପ୍ରଶ୍ନପତ୍ର ନେଇଥିଲେ । ସେଠାରେ ବିଜୟ ମିଶ୍ରଙ୍କ ଭାଇକୁ ପେନ୍‌ଡ୍ରାଇଭ ସହ ହାର୍ଡକପି ଦିଆଯାଇଥିଲା । ପରେ ଏହା ରାୟଗଡ଼ା ଅମ୍ବାଦଳାକୁ ନେଇ ପ୍ରଶ୍ନପ୍ରତ୍ର ପ୍ରଘଟ ନେହା ପାଇଁ ହାତରେ ଲେଖାଯାଇଥିଲା । ବିଜୟ ମିଶ୍ରଙ୍କ ଡ୍ରାଇଭର ସହ ତାଙ୍କ ଭାଇକୁ ମଧ୍ୟ ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚ ।

କହିରଖୁଛୁ ଜୁଲାଇ ୨୦ରେ ସ୍ୱତନ୍ତ୍ର ଓଟିଇଟି-୨୦୨୫ ଅନୁଷ୍ଠିତ ହୋଇଥାନ୍ତା । କିନ୍ତୁ ପରୀକ୍ଷାର ଠିକ ପୂର୍ବଦିନ ରାତିରେ ଅପ୍ରତ୍ୟାଶିତ ଭାବେ ବାତିଲ କରାଯାଇଥିଲା । ଆଉ ଏଭଳି କରିବାର କାରଣ ଥିଲା ପ୍ରଶ୍ନପତ୍ର ଲିକ୍ ହେବା। ଘଟଣାର ତଦନ୍ତ କରିଥିଲା କ୍ରାଇମବ୍ରାଞ୍ଚ। ପ୍ରଥମେ ବୋର୍ଡ କାର୍ୟ୍ୟାଳୟରେ ଡାଟା ଏଣ୍ଟ୍ରି ଅପରେଟର ଭାବେ କାର୍ୟ୍ୟ କରୁଥିବା ଜିତେନ୍ ମହାରଣାଙ୍କ ସମେତ ୬ ଜଣଙ୍କୁ ଗିରଫ କରାଯାଇଥିଲା।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ