ଓଡ଼ିଶାରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ

ଭୁବନେଶ୍ୱର: ଓଡ଼ିଶାରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି । ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ପବନ ହେବାକୁ ଥିବାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ । ଏଥିସହ ଆସନ୍ତା ୫ ଦିନ ଯାଏଁ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଉଛି ।

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି । କେରଳ ସମେତ କର୍ଣ୍ଣାଟକ, ତାମିଲନାଡୁ ଓ ମିଜୋରାମର କିଛି ଅଞ୍ଚଳକୁ ମଧ୍ୟ ଅଗ୍ରସର ହୋଇଛି ମୌସୁମୀ । ଚଳିତ ବର୍ଷ ୮ ଦିନ ପୂର୍ବରୁ ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳରେ ପ୍ରବେଶ କରିଛି । ଏଥର ମୌସୁମୀ ଶୀଘ୍ର କେରଳ ଛୁଇଁଥିବାରୁ ଆସନ୍ତା ସପ୍ତାହ ମଧ୍ୟରେ ଓଡ଼ିଶାରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ