ଓଡ଼ିଶାର ପ୍ରଜ୍ଞାପନ ମେଢ଼କୁ ମିଳିଲାନି ସ୍ଥାନ

ଭୁବନେଶ୍ୱର : ଡବଲ ଇଞ୍ଜିନ ସରକାରରେ ଓଡ଼ିଆ ଅସ୍ମିତାକୁ ଦିଲ୍ଲୀ ଦରବାରରେ ଶକ୍ତ ଧକ୍କା ଲାଗିଛି। ଗତବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼କୁ ଶ୍ରେଷ୍ଠ ପୁରସ୍କାର ମିଳିଥିବା ବେଳେ ଏଥର ଆଶ୍ଚର୍ୟ୍ୟଜନକ ଭାବେ ଓଡ଼ିଶାକୁ ସ୍ଥାନ ମିଳିନାହିଁ। ଆସନ୍ତା ସାଧାରଣତନ୍ତ୍ର ଦିବସ ପରେଡ୍‌ ପାଇଁ ମୋଟ ୧୫ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମେଢ଼କୁ ଚୟନ କରାଯାଇଥିବା ବେଳେ ତାଲିକାରେ ଓଡ଼ିଶାର ନାମ ନାହିଁ। ଯାହାକୁ ନେଇ ବୁଦ୍ଧିଜୀବୀ ମହଲ ବିସ୍ମୟ ପ୍ରକାଶ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ପରେଡ୍‌ ପ୍ରଦର୍ଶନ କରିବାକୁ ସୂଚୀଭୁକ୍ତ ହୋଇଥିବା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ତାଲିକାରେ ବିହାର, ଚଣ୍ଡିଗଡ଼, ଦାଦ୍ରା ଓ ନଗର ହାବେଳୀ, ଡାମନ ଓ ଡିଉ, ଗୋଆ, ଝାଡ଼ଖଣ୍ଡ, କର୍ଣ୍ଣାଟକ, ମଧ୍ୟପ୍ରଦେଶ , ପଞ୍ଜାବ, ଉତ୍ତରାଖଣ୍ଡ, ଆନ୍ଧ୍ର ପ୍ରଦେଶ, ଗୁଜୁରାଟ, ତ୍ରିପୁରା, ଉତ୍ତର ପ୍ରଦେଶ, ପଶ୍ଚିମବଙ୍ଗ ଓ ହରିୟାଣା ଆଦିି ରାଜ୍ୟ ସାମିଲ ଅଛନ୍ତି। ମାତ୍ର ଗତଥର ପରେଡ୍‌ରେ ଶ୍ରେଷ୍ଠ ପ୍ରଦର୍ଶନ ଆଦିି ରାଜ୍ୟ ସାମିଲ ଅଛନ୍ତି। ମାତ୍ର ଗତଥର ପରେଡ୍‌ରେ ଶ୍ରେଷ୍ଠ ପ୍ରଦର୍ଶନ କରି ପ୍ରଥମ ପୁରସ୍କାର ହାସଲ କରିଥିବା ଓଡ଼ିଶାକୁ ସ୍ଥାନ ନ ମିଳିବା ରାଜ୍ୟବାସୀଙ୍କୁ ନିରାଶ କରିଛି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ