ଓଡ଼ିଶାର ପ୍ରଜ୍ଞାପନ ମେଢ ମଡେଲକୁ ଖାରଜ କଲା କେନ୍ଦ୍ର

ଭୁବନେଶ୍ବର: ଡବଲ ଇଞ୍ଜିନ ସରକାର ସତ୍ତ୍ବେ ଓଡ଼ିଆ ଅସ୍ମିତା ଅଣଦେଖା । ଦିଲ୍ଲୀରେ ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଗଡିବ ନାହିଁ ଓଡିଶାର ପ୍ରଜ୍ଞାପନ ମେଢ । ଓଡିଶା ପକ୍ଷରୁ ଦିଆଯାଇଥିବା ମଡେଲକୁ ଖାରଜ କରିଦେଇଛି କେନ୍ଦ୍ର । ଏଥର ଓଡିଶା ପକ୍ଷରୁ ମାଣିଆବନ୍ଧ ଶାଢୀ ହସ୍ତଶିଳ୍ପ ଓ ମନ୍ଦିରମାଳିନୀ ଭୁବନେଶ୍ବର ମଡେଲ ପ୍ରଦାନ କରାଯାଇଥିଲା । ହେଲେ ତାକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ଚଳିତବର୍ଷ ୧୫ଟି ରାଜ୍ୟର ପ୍ରଜ୍ଞାପନ ମେଢ ଜାନୁଆରୀ ୨୬ ପରେଡରେ ସାମିଲ ହେବ। ୧୫ଟି ରାଜ୍ୟ ମଧ୍ୟରେ ଓଡିଶା ନାହିଁ। ଏହାସହ ୧୧ଟି ବିଭିନ୍ନ କେନ୍ଦ୍ରୀୟ ମନ୍ତ୍ରାଳୟର ମଡେଲ ମଧ୍ୟ ପରେଡରେ ସାମିଲ ହେବ।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ