ଓଡ଼ିଶା ଚାଷୀଙ୍କୁ ମୋଦୀଙ୍କ ପ୍ରଶଂସା

ଭୁବନେଶ୍ୱର: ରବିବାର ପ୍ରଧାନମନ୍ତ୍ରୀ ନିଜର ମନ କି ବାତ କାର୍ଯ୍ୟକ୍ରମରେ ଓଡ଼ିଶା ଚାଷୀଙ୍କୁ ପ୍ରଶଂସା କରିଛନ୍ତି । ଚଳିତ ବର୍ଷର ଶେଷ ମନ କି ବାତରେ ମୋଦୀ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା
ଚାଷୀଙ୍କୁ ପ୍ରଶଂସା କରିଛନ୍ତି ।
ସେ କହିଛନ୍ତି ଯେ ଦିନେ ଯେଉଁଠି ଦାଦନ ଯିବାକୁ ଭାବୁଥିଲେ, ଏବେ ତାହା ପରିବା ହବ ହୋଇଛି । କଳାହାଣ୍ଡିର ଗୋଲାମୁଣ୍ଡା ବ୍ଲକ ଆଜି ପରିବା ହବ ହୋଇପାରିଛି । ୧୦ ଜଣ ଚାଷୀ ପ୍ରଥମେ କୃଷକ ଉପôାଦ ସଂଘ(ଏଫବିଓ) ଗଠନ କରିଥିଲେ । ଏବେ ଅତ୍ୟାଧୁନିକ ପଦ୍ଧତିରେ ଚାଷ କରି କୋଟି କୋଟି ବେପାର କରୁଛନ୍ତି । ଏବେ ୨୦୦ ଏକର ଜମିରେ ଟମାଟୋ ଓ ୧୫୦ ଏକର ଜମିରେ କଲରା ଚାଷ କରୁଛନ୍ତି । ଆଧୁନିକ ପ୍ରଣାଳୀରେ ଆଳୁ ଓ ପିଆଜ ଚାଷ ଆରମ୍ଭ କରିଛନ୍ତି । ୪୫ ଜଣ ମହିଳା ଚାଷୀଙ୍କ ସମେତ ପ୍ରାୟ ୨୦୦ଜଣ ଚାଷୀ ଏଥିରେ ସାମିଲ ଅଛନ୍ତି । ପ୍ରତିଜ୍ଞା ଓ ମିଳିତ ଉଦ୍ୟମରେ ସବୁ ସମ୍ଭବ ବୋଲି ଏହା ପ୍ରମାଣିତ ହୋଇଛି ବୋଲି ମୋଦୀ କହିଛନ୍ତି ।

  • Related Posts

    ସାମ୍ବାଦିକଙ୍କ ପାଇଁ ଗାଇଡଲାଇନ ଜାରି

    ଆନ୍ଦୋଳନ ସମୟରେ ସାମ୍ବାଦିକଙ୍କ ସୁରକ୍ଷାକୁ ନେଇ ଚିନ୍ତା ପ୍ରକାଶ କରିଛି ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆ (ପିସିଆଇ)। ଏଭଳି ସମ୍ବେଦନଶୀଳ ପରିସ୍ଥିତିରେ ଖବର ସଂଗ୍ରହ କରୁଥିବା ସାମ୍ବାଦିକମାନେ କିପରି ନିଜର ସୁରକ୍ଷା ବଜାୟ ରଖିବେ, ବୃତ୍ତିଗତ ନିରପେକ୍ଷତା ଅବଲମ୍ବନ କରିବେ ଏବଂ…

    Continue reading
    ବୋନସ ଘୋଷଣା କଲେ କେନ୍ଦ୍ର ସରକାର

    ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ କର୍ମଚାରୀଙ୍କୁ ୩୦ ଦିନର ‘ନନ-ପ୍ରଡକ୍ଟିଭିଟି ଲିଙ୍କଡ’ (ଆଡ-ହକ) ବୋନସ ପ୍ରଦାନ ପାଇଁ ଅନୁମୋଦନ ଦେଇଛନ୍ତି। ଏହି ବୋନସର ହିସାବ ମାସିକ ୭,୦୦୦ ଟଙ୍କାର ଦରମା ସୀମା ଆଧାରରେ କରାଯାଏ। ଅର୍ଥାତ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି