ଓଲଟିଲା ଡ଼ଙ୍ଗା, ଜଣେ ନିଖୋଜ

ଛତ୍ରପୁର:ସମୁଦ୍ର ନିକଟରେ ଓଲଟିଲା ଡ଼ଙ୍ଗା, ଅଳ୍ପକେ ବର୍ତ୍ତିଲେ ମତ୍ସ୍ୟଜୀବୀ । ଗଞ୍ଜାମ ପୋଡ଼ମପେଟା ସମୁଦ୍ର ନିକଟରେ ଓଲଟିଛି ଡ଼ଙ୍ଗା । ଅଳ୍ପକେ ବର୍ତ୍ତିଛନ୍ତି ମତ୍ସ୍ୟଜୀବୀ । ତେବେ ଏହାସହ ଜଣେ ନିଖୋଜ ହୋଇଛନ୍ତି । ନିଖୋଜ ବ୍ୟକ୍ତି ଜଣକ ହେଲେ ଛତ୍ରପୁର ବ୍ଲକ ନୋଳିଆ ନୁଆଁ ଗାଁ ର ଏଙ୍ଗ. କାଲେୟା ।

ଏବେ ବି ଉଦ୍ଧାର କାର୍ୟ୍ୟ ଜାରି । ଦୈନିକ ଭଳି ଆଜି ବି ନୋଳିଆ ନୁଆଁ ଗାଁର ଡ଼ଙ୍ଗା ଦ୍ୱାରା ୭ ଜଣ ମାଛ ଧରିବା ପାଇଁ ସମୁଦ୍ର ଯାଇଥିଲେ । ଉଚ୍ଚ ଜୁଆର ମାଡ଼ରେ ପୋଟମପେଟା ନିକଟରେ ଡ଼ଙ୍ଗା ଓଲଟି ପଡ଼ିଥିଲା । ୬ ଜଣ ବର୍ତ୍ତି ଯାଇ ସମୁଦ୍ର କୂଳକୁ ଆସିଥିବା ବେଳେ ଜଣେ ନିଖୋଜ ହୋଇଛନ୍ତି ।

  • Related Posts

    ସ୍ୱାମୀ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା କାର,ସ୍ୱାମୀ ମୃତ

    ଦାରିଙ୍ଗବାଡି : ଦୁର୍ଘଟଣାରେ ସ୍ୱାମୀ ମୃତ ଓ ସ୍ତ୍ରୀ ଗୁରୁତର । ବସ ଧକ୍କାରେ ଦୋକାନ ଭିତରକୁ ପଶିଗଲା ରଖା ହୋଇଥିବା କାର । ଦୋକାନରେ ବସିଥିବା ସ୍ୱାମୀ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା କାର । ଘଟଣା ସ୍ଥଳରେ ବ୍ୟବସାୟୀ ମୃତ୍ୟୁ…

    Continue reading
    ମହାନଦୀ ଜଳ ବିବାଦ, ଆଜି ରାୟପୁରରେ ଗୋଲଟେବୁଲ ବୈଠକ

    ଭୁବନେଶ୍ୱର: ମହାନଦୀ ଜଳବିବାଦର ସମାଧାନ ପାଇଁ ଗୁରୁବାର ରାୟପୁରରେ ଗୋଲଟେବୁଲ ବୈଠକ ଅନୁଷ୍ଠିତ ହେବ । ଜଳପୁରୁଷ ରାଜେନ୍ଦ୍ର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଛତିଶଗଡ ସରକାରଙ୍କ ପଦାଧିକାରୀଙ୍କ ସହିତ ଆଲୋଚନା ହେବ । ମହାନଦୀ ସଙ୍କଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଲଟିଲା ଡ଼ଙ୍ଗା, ଜଣେ ନିଖୋଜ

    ଓଲଟିଲା ଡ଼ଙ୍ଗା, ଜଣେ ନିଖୋଜ

    ସ୍ୱାମୀ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା କାର,ସ୍ୱାମୀ ମୃତ

    ସ୍ୱାମୀ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା କାର,ସ୍ୱାମୀ ମୃତ

    ମହାନଦୀ ଜଳ ବିବାଦ, ଆଜି ରାୟପୁରରେ ଗୋଲଟେବୁଲ ବୈଠକ

    ମହାନଦୀ ଜଳ ବିବାଦ, ଆଜି ରାୟପୁରରେ ଗୋଲଟେବୁଲ ବୈଠକ

    ଆସୁଛି ଆଉ ଏକ ଲଘୁଚାପ

    ନୂଆଁଖାଇ ଜଣାଇଲେ ମୁଖ୍ୟମନ୍ତ୍ରୀ

    ନୂଆଁଖାଇ ଜଣାଇଲେ ମୁଖ୍ୟମନ୍ତ୍ରୀ

    ‘ନୂଆଁଖାଇ’ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

    ‘ନୂଆଁଖାଇ’ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର