କଂଗ୍ରେସର ପୁଣି ଅଣ୍ଡାମାଡ଼

ଭୁବନେଶ୍ୱର: ପୁଣି ଓଡ଼ିଶାରେ ଫେରିଲା ଅଣ୍ଡାମାଡ଼ ଫଣ୍ଡା । ରାଜଧାନୀ ଭୁବନେଶ୍ୱରରେ ଅଣ୍ଡାମାଡ଼ କରିଛନ୍ତି ଯୁବ କଂଗ୍ରେସର କର୍ମୀ । ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଥିବ ା ଅଭିଯୋଗ କରି ଯୁବ କଂଗ୍ରେସ କର୍ମୀମାନେ ଆଜି ଭୁବନେଶ୍ୱରରେ ଗର୍ଜିଛନ୍ତି । ଭୁବନେଶ୍ୱରରେ ବିକ୍ଷୋଭ ପ୍ରଦର୍ଶନ ସହ ଯୁବ କଂଗ୍ରେସର କର୍ମୀମାନେ ଅଣ୍ଡାମାଡ଼ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ଉଦ୍ୟମ ବେଳେ ସେମାନେ ଅଣ୍ଡାମାଡ଼ କରିଛନ୍ତି । ଧଉଳି ପୀଡ଼ିତାଙ୍କୁ ନ୍ୟାୟ ଦେବା ଦାବି କରି ଆଜି ଯୁବ କଂଗ୍ରେସର କର୍ମୀ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବାକୁ ଉଦ୍ୟମ କରିଥିଲା । ତେବେ ପୁଲିସ ସେମାନଙ୍କୁ ଅଟକାଇବାକୁ କଂଗ୍ରେସ କର୍ମୀମାନେ ଅଣ୍ଡାମାଡ଼ କରିଛନ୍ତି ।

  • Related Posts

    ଆସନ୍ତାକାଲି ବନ୍ଦ : ଜାଣନ୍ତୁ କ’ଣ ବନ୍ଦ ରହିବ ? କ’ଣ ଖୋଲା ରହିବ ?

    ଦୋକାନ, ବଜାର, ବ୍ୟବସାୟିକ ପ୍ରତିଷ୍ଠାନ, ଘରୋଇ କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ସାଧାରଣ ବ୍ୟବସାୟିକ କାର୍ଯ୍ୟକଳାପ ବନ୍ଦ ରହିବ । ସରକାରୀ ଓ ବେସରକାରୀ ଅଫିସ୍‌, ଶିକ୍ଷାନୁଷ୍ଠାନ, ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନର ସାଧାରଣ କାର୍ଯ୍ୟକଳାପ ବନ୍ଦ ପାଇଁ ଗଣତାନ୍ତ୍ରିକ ଭାବେ ପିକେଟିଂ…

    Continue reading
    ଅନୁଗୋଳ ଠାରେ ‘ସେବା ଜ୍ୟୋତି ଯାତ୍ରା’ରେ ସାମିଲ ହେଲେ ସାଂସଦ

    ପ୍ରଧାନମନ୍ତ୍ରୀଙ୍କ “ଡର ଡସକ୍ଷକ୍ଷ ଊକ୍ଟ ଓଗ୍ଧ” ଆତ୍ମବିଶ୍ୱାସ ମନ୍ତ୍ରକୁ ପାଥେୟ କରି ଆଗକୁ ବଢ଼ିବା- ଧର୍ମେନ୍ଦ୍ର ପ୍ରଧାନ • ଆଭାସୀ ମାଧ୍ୟମରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନକୁ ଶୁଣିଲେ, ‘ସେବା ଜ୍ୟୋତି ପ୍ରଜ୍ଜ୍ୱଳନ’ କରିବା ସହ ‘ସେବା ଜ୍ୟୋତି ସ୍ଥାପନା’ ପଦଯାତ୍ରାରେ ହେଲେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ