କଂଗ୍ରେସ ଭବନରେ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ବର: ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ । ସ୍ୱାଧୀନତା ସଂଘର୍ଷର ପ୍ରତିଟି ମୁହୂର୍ତ୍ତକୁ ମନେପକାଉଛି ସାରାଦେଶ । ଦିଲ୍ଲୀ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେହିଭଳି ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେହିଭଳି ୩ ପ୍ରମୁଖ ରାଜନୈତିକ ଦଳ ମଧ୍ୟ ୭୯ତମ ସ୍ୱାଧୀନତା ଦିବସ ପାଳନ କରିଛନ୍ତି ।

କଂଗ୍ରେସ ଭବନରେ ପାଳିତ ହୋଇଯାଇଛି ୭୯ତମ ସ୍ୱାଧୀନତା ଦିବସ । ପିସିସି ସଭାପତି ଭକ୍ତଚରଣ ଦାସ ଦଳୀୟ ନେତା ଓ କର୍ମୀଙ୍କ ଗହଣରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ଜାତୀୟ ସଙ୍ଗୀତ ଗାନ ସହ କର୍ମୀ ମାନଙ୍କୁ ସମ୍ବୋଧିତ କରିଛନ୍ତି ଭକ୍ତ ଚରଣ ଦାସ ।ଏହି ଅବସରରେ ପିସିସି ସଭାପତି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ଦେଶକୁ ଓ ରାଜ୍ୟକୁ ଲୁଟି ଚାଲିଛନ୍ତି । ଗଣତନ୍ତ୍ରକୁ ହତ୍ୟା କରିଛନ୍ତି । ଭୋଟ୍ ଚୋରି କରି ଶାସନ କ୍ଷମତାକୁ ଆସିଛନ୍ତି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ