କଟକର ୨୧୦ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ

କଟକ: କଟକ ଜିଲ୍ଲାର ପ୍ରାୟ ୨୧୦ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ଲାଗି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ । ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ଅନୁଯାୟୀ, ୪୮ ଘଣ୍ଟା ମଧ୍ୟରେ ସମସ୍ତ କଲେଜ ICC ରିପୋର୍ଟ ଦେବାକଥା । ତେବେ କିଛି ମହାବିଦ୍ୟାଳୟ ଉକ୍ତ ନିର୍ଦ୍ଦେଶନାମାକୁ ପାଳନ କରିଥିବା ବେଳେ ପାଖାପାଖି ୨୧୦ଟି କଲେଜରୁ ନିର୍ଦ୍ଧିଷ୍ଟ ସମୟ ଭିତରେ ରିପୋର୍ଟ ଦାଖଲ କରିନାହାନ୍ତି । ତେଣୁ ସେହି କଲେଜ କର୍ମଚାରୀମାନଙ୍କ ଦରମା ବନ୍ଦ ଲାଗି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଯଦି ଆଗାମୀ ୨୪ ଘଣ୍ଟା ଭିତରେ ICC ରିପୋର୍ଟ ଦାଖଲ ନହୁଏ, ତେବେ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ସମ୍ପୃକ୍ତ କଲେଜ ପ୍ରିନ୍ସିପାଲ ମାନଙ୍କୁ ସସ୍ପେଣ୍ଡ କରାଯିବ ବୋଲି ଚେତାବନୀ ମଧ୍ୟ ଦିଆଯାଇଛି ।

  • Garvita Odia

    Related Posts

    ରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ

    ଭୁବନେଶ୍ୱର: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ରୂପା ରୋଶନ ସାହୁ ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ଭାବେ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଏହା ପୂର୍ବରୁ ସେ ଦକ୍ଷିଣାଂଚଳ ରାଜସ୍ୱ କମିଶନର ଭାବେ ଅବସ୍ଥିତ ଥିଲେ । ୨୦୦୬ ମସିହା…

    ନକଲି ଚାଷୀ:ଚଳିତ ବର୍ଷ ହେବ ଫର୍ମର e-kyc

    ଭୁବନେଶ୍ୱର: ନକଲି ଚାଷୀଙ୍କୁ ଧରିବା ପାଇଁ ସରକାରଙ୍କ ଏକ ବଡ ଯୋଜନା କରିଛନ୍ତି । ଚଳିତ ବର୍ଷ ହେବ ଫର୍ମର e-kyc । କୃଷକମାନେ ପଞ୍ଜୀକରଣ ଆଧାର କାର୍ଡ ସହିତ ସମସ୍ତ ଡକୁମେଣ୍ଟ ପ୍ରଦାନ କରିବେ । ଏହି ସବୁ ଡକୁମେଣ୍ଟ…

    Leave a Reply

    Your email address will not be published. Required fields are marked *

    You Missed

    ରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ

    ରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ

    ନକଲି ଚାଷୀ:ଚଳିତ ବର୍ଷ ହେବ ଫର୍ମର e-kyc

    ନକଲି ଚାଷୀ:ଚଳିତ ବର୍ଷ ହେବ ଫର୍ମର e-kyc

    ମମତା ବାନାର୍ଜୀଙ୍କ ସହିତ ଆଳୁ ସମ୍ପର୍କରେ ଆଲୋଚନା କରିବେ ମନ୍ତ୍ରୀ

    ମମତା ବାନାର୍ଜୀଙ୍କ ସହିତ ଆଳୁ ସମ୍ପର୍କରେ ଆଲୋଚନା କରିବେ ମନ୍ତ୍ରୀ

    ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା

    ବଳଙ୍ଗା ପୀଡ଼ିତାଙ୍କୁ  ଭେଟିଲେ ପ୍ରଭାତୀ ପରିଡ଼ା

    ନାରୀ ନ୍ୟାୟ ପାଇଁ କଂଗ୍ରେସ ପକ୍ଷରୁ ଆପ୍ ଉନ୍ମୋଚିତ

    ନାରୀ ନ୍ୟାୟ ପାଇଁ  କଂଗ୍ରେସ ପକ୍ଷରୁ ଆପ୍ ଉନ୍ମୋଚିତ

    ସୋଆ ଏସ୍ଏଚ୍ଏମ୍ର ୧୩ ତମ ବାର୍ଷିକ ଉତ୍ସବ ପାଳିତ

    ସୋଆ ଏସ୍ଏଚ୍ଏମ୍ର ୧୩ ତମ ବାର୍ଷିକ ଉତ୍ସବ ପାଳିତ