କଟକର ୬ଟି ମଣ୍ଡପକୁ ସୁଉଚ୍ଚ ତୋରଣ ପାଇଁ ହାଇକୋର୍ଟଙ୍କ ଅନୁମତି

କଟକ: ଦଶହରାରେ ୬ଟି ବଡ଼ ତୋରଣକୁ କୋର୍ଟଙ୍କ ଅନୁମତି । ଚାଉଳିଆଗଞ୍ଜ, ରାଣୀହାଟ, ମାଲଗୋଦାମ ତୋରଣକୁ ମିଳିଛି ଅନୁମତି । ଶିଖରପୁର, ଖାନନଗର ଓ ବାଦାମବାଡ଼ି ତୋରଣକୁ ମଧ୍ୟ ଅନୁମତି । ସମସ୍ତ ତୋରଣର ମାଜିଷ୍ଟ୍ରେଟସ୍ତରୀୟ ଯାଞ୍ଚ ହେବ । କାଲିଠୁ ପୂଜା ଅନୁମତି କରିହେବ ଆବେଦନ ।

ସବ୍‌-ଡିଭିଜିନାଲ୍‌ ମାଜିଷ୍ଟ୍ରେଟଙ୍କ ନିକଟରେ କରିବେ ଆବେଦନ । ଆବେଦନ ପାଇଁ ବାରବାଟୀ ପ୍ୟାଲେସରେ ସିଙ୍ଗଲ ଓ୍ୱିଣ୍ଡୋ ବ୍ୟବସ୍ଥା । ସମସ୍ତ ମଣ୍ଡପ ନିକଟରେ ଶବ୍ଦ ସଚେତନତା ହୋର୍ଡିଂ ଲାଗିବ । ମଣ୍ଡପ ତିଆରି ପାଇଁ ରାତିରେ ଅଣାଯିବ ବାଉଁଶ । ଲେଜର ଲାଇଟ୍‌ ବ୍ୟବହାର ଉପରେ କଟକଣା । ୬୫ ଡେସିବଲ୍‌ ଉପରକୁ ଶବ୍ଦ ଉପରେ ବାରଣ ।

  • Related Posts

    ପୂଜା ପେଣ୍ଡାଲ ନିକଟରୁ ବୁଲା କୁକୁର ହଟିବ , ମେଲୋଡିରେ ହେବନି ଅଶ୍ଳୀଳ ନୃତ୍ୟ

    ଭୁବନେଶ୍ବର,04।09: ପୂଜାକୁ ନେଇ ବିଏମସିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏଥର ରାଜଧାନୀରେ ପୂଜା ମେଲୋଡିରେ ଅଶ୍ଳୀଳ ନୃତ୍ୟକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଏହା ସହ ପୂଜା ପେଣ୍ଡାଲ ନିକଟରୁ…

    Continue reading
    ମହାପ୍ରଭୁଙ୍କ ୫୮ ହଜାର ଏକର ଭୂ-ସମ୍ପତ୍ତି ଫେରାଇ ଆଣିବା ପ୍ରକ୍ରିୟା ଆରମ୍ଭ

    ଭୁବନେଶ୍ୱର,04/09: ମହାପ୍ରଭୁଙ୍କ ଭୂ-ସମ୍ପତ୍ତି ଫେରାଇ ଆଣିବାକୁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଖୁବ ଶୀଘ୍ର ମହାପ୍ରଭୁଙ୍କ ଭୂ-ସମ୍ପତ୍ତି ଫେରାଇ ଅଣାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଆଇନ ମନ୍ତ୍ରୀ କହିଛନ୍ତି, ରାଜ୍ୟ ଓ ରାଜ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ଶାନ୍ତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହେଲେ ୟୁରୋପୀୟ ୟୁନିଅନ ମୁଖ୍ୟ

    ପୂଜା ପେଣ୍ଡାଲ ନିକଟରୁ ବୁଲା କୁକୁର ହଟିବ , ମେଲୋଡିରେ ହେବନି ଅଶ୍ଳୀଳ ନୃତ୍ୟ

    ଭାରତ ବଜାରରେ ପ୍ରବେଶ କଲା Samsung Galaxy S25 FE 5G;

    ନାସାର ସର୍ବୋଚ୍ଚ ସିଭିଲ୍ ସର୍ଭିସ୍ ପଦବୀରେ ଭାରତୀୟ ଆମେରିକୀୟ ଅମିତ କ୍ଷତ୍ରିୟ

    ମହାପ୍ରଭୁଙ୍କ ୫୮ ହଜାର ଏକର ଭୂ-ସମ୍ପତ୍ତି ଫେରାଇ ଆଣିବା ପ୍ରକ୍ରିୟା ଆରମ୍ଭ

    ୩୫ ଗ୍ରାମର ବ୍ରାଉନସୁଗାର ସହ ୫ ଜଣଙ୍କୁ ଗିରଫ କରିଛି ଭଦ୍ରକ ପୁଲିସ