କଟକ ମେୟରଙ୍କୁ ଟାର୍ଗେଟ କଲେ ସୋଫିଆ

କଟକ: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ ପାଇଁ ଗୋଟିଏ ଏଜେନ୍ସିକୁ ବାରମ୍ବାର ଟେଣ୍ଡର ଦିଆଯାଉଛି। ଏନେଇ ସେ ଅସନ୍ତୋଷ ବ୍ୟକ୍ତ କରିଥିଲେ। କଟକରେ ଏବେ ୨୦ ପରିବାର ଜଣ୍ଡିସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ନାଳ ନର୍ଦ୍ଦମା ସଫା ହେଉନି। ପିଇବା ପାଣିରେ ଡ୍ରେନ୍‌ ପାଣି ମିଶୁଥିବା ସୋଫିଆ କହିଛନ୍ତି।

ଧାନ ମଣ୍ଡି ଓ ଚାଷୀ ସମସ୍ୟାକୁ ନେଇ ବି ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା। ସରକାର ଲୋକଙ୍କ କଥା ଶୁଣୁନାହାନ୍ତି ବୋଲି କହିଛନ୍ତି ସୋଫିଆ ।

  • Related Posts

    ମେଟାକୁ କୋର୍ଟଙ୍କ ନିର୍ଦେଶ; ମୋଦୀ-ମହିଳାଙ୍କ ଫଟୋ ହଟାଅ

    ନୂଆଦିଲ୍ଲୀ: କକ୍ରୋଚ୍ ଜନତା ପାର୍ଟି (ସିଜେପି) ନେତା ସୌରଭ ଦାସ, ଅଭିଜିତ ଦୀପକେ, ଆଶୁତୋଷ ରଙ୍କା ଓ ରତ୍ନ ସିଂହଙ୍କୁ ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ନୋଟିସ୍ ଜାରି କରିଛନ୍ତି। ଚଳିତ ବର୍ଷ ଯନ୍ତରମନ୍ତରରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନ ସମୟରେ ଜଣେ ମହିଳାଙ୍କ…

    Continue reading
    ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଅଗ୍ରଗତି ସମୀକ୍ଷା

    ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଗୁରୁତ୍ୱପୂର୍ଣ୍ଣ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ରାଜ୍ୟସ୍ତରୀୟ ପରିଚାଳନା କମିଟିର ପ୍ରଥମ ବୈଠକ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ଅନୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ