କଟକ ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ସେଡ୍‌

କଟକ : କଟକ ଷ୍ଟେସନରେ ଅଘଟଣ। ନିର୍ମାଣ କାର୍ୟ୍ୟ ଚାଲିଥିବା ବେଳେ ଭୁଶୁଡିଲା ସେଡ୍। କ୍ଷୟକ୍ଷତି କଣ ଘଟିଛି ତାହାର ସୂଚନା ଜଣାପଡି ନାହିଁ। ପ୍ଲାଟଫର୍ମ ନଂ ୧ରେ ଏଭଳି ଅଘଟଣ ଘଟିଛି। ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି । ଷ୍ଟେସନ ନବୀକରଣ କାମ ଚାଲୁଥିବା ବେଳେ ସେଡ୍‌ଟି ଭୁଶୁଡ଼ି ପଡିଛି ।
କଟକ ରେଳ ଷ୍ଟେସନ ଅଘଟଣକୁ ନେଇ ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି ଯେ, ପ୍ଲାଟଫର୍ମ ଉପରେ ଭୁଶୁଡି ପଡିଛି ଏକ ପୁରୁଣା କାନ୍ଥ। ଉପର ସେଡର କିଛି ଅଂଶ ଟ୍ରାକରେ ପଡିଛି। ପ୍ଲାଟଫର୍ମ ୧ ଓ ୨ରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଏହି ଘଟଣାରେ କେହି ଆହତ ହୋଇ ନାହାନ୍ତି।

  • Related Posts

    ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ

    ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ। ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ ଉତ୍ତର-ପଶ୍ଚିମ ମୁହାଁ ହେବ। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ହେବ। ଦକ୍ଷିଣ ଓଡ଼ିଶାରେ ଅଧିକ ଛେଚିବ। ୩୦ରୁ ୪୦ କିମି ବେଗରେ ଝଟ୍‌କା…

    Continue reading
    ଆସିବ ନୂଆ ଐତିହ୍ୟ ନୀତି

    ଭୁବନେଶ୍ବର: ଓଡ଼ିଶାର ଐତିହ୍ୟ ଓ ସଂସ୍କୃତି ବହୁ ପୁରାତନ । ଐର ଖାରବେଳଙ୍କ ସମୟରୁ ଆରମ୍ଭ କରି ପାଇକ ବିଦ୍ରୋହ ପର୍ଯ୍ୟନ୍ତ ଅନେକ କୀର୍ତ୍ତିରାଜି ଆଜି ବି ଲୋକଲୋଚନ ଆଢ଼ୁଆଳରେ ରହିଯାଇଛି । ଏହି ଐତିହ୍ୟ କୀର୍ତ୍ତିରାଜିକୁ ଖୋଜି ବାହାର କରାଯିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    କେନ୍ଦ୍ର କ୍ୟାବିନେଟର ମଞ୍ଜୁରି: ୨୦୩୦ ଯାଏ ଚାଲିବ ପିଏମ୍ ସ୍ୱନିଧି ଯୋଜନା

    କେନ୍ଦ୍ର କ୍ୟାବିନେଟର ମଞ୍ଜୁରି: ୨୦୩୦ ଯାଏ ଚାଲିବ ପିଏମ୍ ସ୍ୱନିଧି ଯୋଜନା

    ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ

    ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ

    ଯେଉଁ ପଦ ଦିଆଯାଇଛି ଏହା ଅଳଙ୍କାର ନୁହେଁ, ଏହା ଦାୟିତ୍ୱ, ଆହ୍ୱାନ : ଚିନ୍ମୟ

    ଯେଉଁ ପଦ ଦିଆଯାଇଛି ଏହା ଅଳଙ୍କାର ନୁହେଁ, ଏହା ଦାୟିତ୍ୱ, ଆହ୍ୱାନ : ଚିନ୍ମୟ

    କଟକ ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ସେଡ୍‌

    କଟକ  ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ସେଡ୍‌

    ଜାମ୍ମୁ-କାଶ୍ମୀରରେ ଭୂସ୍ଖଳନ; ମୃତ୍ୟୁ ସଂଖ୍ୟା ୩୦

    ଜାମ୍ମୁ-କାଶ୍ମୀରରେ ଭୂସ୍ଖଳନ; ମୃତ୍ୟୁ ସଂଖ୍ୟା ୩୦

    ଆସିବ ନୂଆ ଐତିହ୍ୟ ନୀତି

    ଆସିବ ନୂଆ ଐତିହ୍ୟ ନୀତି