କରାଚିରେ ଆତଙ୍କବାଦୀ ଆକ୍ରମଣ, ୬ ମୃତ

କରାଚି:ପାକିସ୍ତାନର କରାଚି ସହରରେ ଶନିବାର ସନ୍ଧ୍ୟାରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ୬ଜଣଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ପାକିସ୍ତାନ ସିନ୍ଧ ରେଞ୍ଜର୍ସର ୩ ଯବାନ ଓ ୩ ଆତଙ୍କବାଦୀ ଥିବା ଜଣାପଡ଼ିଛି। ରେଞ୍ଜର୍ସଙ୍କ ଶିବିର ଉପରକୁ ଆତଙ୍କବାଦୀମାନେ ପ୍ରଥମେ ବୋମାମାଡ଼ କରିଥିଲେ। ଏହାପରେ ଆତଙ୍କବାଦୀଙ୍କ ତରଫରୁ ଗୁଳିଚାଳନା କରାଯାଇଥିଲା। ଏଥିରେ ୩ ଯବାନ ନିହତ ହୋଇଥିବାବେଳେ ଯବାନଙ୍କ ତରଫରୁ ପାଲଟା ଗୁଳିମାଡ଼ରେ ୩ଜଣ ଆତଙ୍କବାଦୀ ଟଳି ପଡ଼ିଥିଲେ। ଏହି ଘଟଣା ପରେ ଅଧିକ ସଂଖ୍ୟକ ସୁରକ୍ଷାକର୍ମୀ ଘଟଣାସ୍ଥଳରେ ଘେରଉ କରି ରଖିବା ସହ ତଦନ୍ତ ଜାରି ରଖିଛନ୍ତି।

  • Related Posts

    ମନ୍ଦିରରେ ଦଳାଚକଟା: ୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

    ବିହାରର ଲକ୍ଷୀସରାଇ ଜିଲ୍ଲାସ୍ଥିତ ଅଶୋକ ଧାମ ମନ୍ଦିରରେ ସୋମବାର ଦଳାଚକଟାରେ ୭ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଏକ ବିଦ୍ୟୁତ୍ ତାର ଛିଣ୍ଡିଯିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା…

    Continue reading
    ହୋଟେଲରେ ଅଗ୍ନିକାଣ୍ଡ, 7 ମୃତ

    କଲିକତା : ଆଜି ସକାଳୁ ପଶ୍ଚିମବଙ୍ଗ ବୀରଭୂମିର ତାରାପୀଠରେ ଏକ ଘରୋଇ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ 7 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ରାମପୁରହାଟ ମେଡିକାଲ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ