କାଞ୍ଜିପାଣି ଘାଟିରେ ଭୂସ୍ଖଳନ

କେନ୍ଦୁଝର : ଲଗାଣ ବର୍ଷାରେ ବେହାଲ କେନ୍ଦୁଝର । ପ୍ରବଳ ବର୍ଷା ଲାଗି କାଞ୍ଜିପାଣି ଘାଟିରେ ଭୂସ୍ଖଳନ। ଯାହାଫଳରେ ରାସ୍ତା ଉପରେ ପଥର ମାଟି ପଡି ଅବରୋଧ ହୋଇଯାଇଛି । ରାସ୍ତାର ଉଭୟ ପଟେ ଅଟକି ରହିଛି ପ୍ରବଳ ଗାଡ଼ି ।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଏପିରିକି କେନ୍ଦୁଝର ଜିଲ୍ଲା ମଧ୍ୟ ବର୍ଷା ଲାଗିରହିଛି । ୪୯ ନମ୍ବର ଜାତୀୟ ରାଜପଥର କାଞ୍ଜିପାଣି ଘାଟିରେ ଭୂସ୍ଖଳନ ହୋଇଛି । ଯାହାଫଳରେ ରାସ୍ତା ଉପରେ ପଥର ମାଟି ପଡି ଅବରୋଧ ହୋଇଛି । ଏପିରିକି ରାସ୍ତାର ଉଭୟ ପଟେ ଅନେକ ଗାଡ଼ିମୋଟର ଅଟକି ରହିଛି। ବିଳମ୍ବିତ ରାତି ପ୍ରାୟ ଗୋଟାଏ ଠାରୁ ଗାଡ଼ି ଅଟକି ରହିଛି । କାଞ୍ଜିପାଣି ଠାରୁ ପ୍ରାୟ ତିନି କିଲୋମିଟର ଯାଏଁ ଲମ୍ବିଛି ଜାମ୍‌ । ସେପଟେ ଏନ୍‌ଏଚଆଇ ପକ୍ଷରୁ ରାସ୍ତାରୁ ମାଟି ଉଠାଇବା ପାଇଁ ଚାଲିଛି ପ୍ରୟାସ ।

  • Related Posts

    ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ

    ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ୟ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍…

    Continue reading
    ଭୁବନେଶ୍ୱରରେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

    ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍‌ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍‌ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ