କାଠଯୋଡି ନଦୀ ଉପରେ ନିର୍ମାଣ ହେବ ଆଉ ୨ ବ୍ରିଜ:ପୃଥ୍ବୀରାଜ୍ ହରିଚନ୍ଦନ

କଟକ : କାଠଯୋଡ଼ି ନଦୀ ଉପରେ ଆଉ ଦୁଇଟି ବ୍ରିଜ ନିର୍ମାଣ ହେବ। ତ୍ରିଶୁଳିଆ ଛକରୁ ବାଲିକୁଦା ଛକ ୪ ଲେନ୍ ରାସ୍ତା ହେବ। ଜୁଡ଼ିସିଆଲ ଏକାଡେମୀରୁ ତ୍ରିଶୁଳିଆ ଛକ ଯାଏଁ ଆଉ ଏକ ବ୍ରିଜ ନିର୍ମାଣ ହେବ। ଜୁଡ଼ିସିଆଲ ଏକାଡେମୀ ରାସ୍ତା ଠାରୁ ଯୋବ୍ରା ଯାଏଁ ୬ ଲେନ ରାସ୍ତା ହେବ। କଟକ ସହର ଭିତର ରାସ୍ତା ମଧ୍ୟ ପ୍ରଶସ୍ତିକରଣ କରାଯିବ ବୋଲି ଆଇନ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ୍ ହରିଚନ୍ଦନ ସୂଚନା ଦେଉଛନ୍ତି।

ସେହିପରି ଏସସିବିର ସେକେଣ୍ଡ କ୍ୟାମ୍ପସ ୨୦୨୫ ଶେଷ ସୁଦ୍ଧା ନ ସରିଲେ ନିର୍ମାଣ ଦାୟିତ୍ବରେ ଥିବା ସଂସ୍ଥା ଉପରେ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ୍ ହରିଚନ୍ଦନ କହିଛନ୍ତି।

  • Related Posts

    ଘାଟୀରେ ଖସିଲା ବସ୍, ୨ ମୃତ

    ପଟ୍ଟାଙ୍ଗୀ : ଘାଟୀରେ ୫୦ ଫୁଟ ତଳକୁ ଖସିଲା ଓଏସଆରଟିସି ବସ୍। ୨ ମୃତ ୨୦ରୁ ଉର୍ଦ୍ଧ୍ଵ ଗୁରୁତର। ଶୁକ୍ରବାର ରାତି ୩ଟା ବେଳେ କୋରାପୁଟ ସୁଙ୍କି ଘାଟୀରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ…

    Continue reading
    ଆଜିଠୁ ଗୁଳୁଗୁଳିରେ ସନ୍ତୁଳି ହୋଇଯିବ ଉପକୂଳ ଓଡ଼ିଶା

    ଭୁବନେଶ୍ୱର: ଗୁଳୁଗୁଳିରେ ଶନିବାରଠାରୁ ସନ୍ତୁଳି ହୋଇଯିବ ଉପକୂଳ ଓଡ଼ିଶା । ୧୬ ଯାଏଁ ଉପକୂଳ ଏବଂ ସଂଲଗ୍ନ ଜିଲ୍ଲାର ଲୋକେ ଗରମ, ଗୁଳୁଗୁଳିରେ ନୟାନ୍ତ ହେବେ । ୧୩ରୁ ନିଆଁ ମାଡ଼ ହେବ ପଶ୍ଚିମ ଓଡ଼ିଶାରେ । ପାଣିପାଗ ବିଭାଗ ସତର୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ