କାର୍ୟ୍ୟରେ ଅବହେଳା: ଡାକ୍ତର ସସ୍‌ପେଣ୍ଡ

ଧର୍ମଶାଳା: ଯାଜପୁରରେ ବ୍ୟାପୁଛି ଝାଡ଼ାବାନ୍ତି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସ୍ଥିତି ଗମ୍ଭୀର ରହିଛି। ଏଭଳି ସ୍ଥିତିରେ କାର୍ୟ୍ୟରେ ଅବହେଳା ଲାଗି ଜଣେ ଡାକ୍ତରଙ୍କୁ ସସପେଣ୍ଡ କରାଯାଇଛି। ସେ ହେଲେ ଡା. ହେମନ୍ତ କୁମାର ମହାରଣା। ତାଙ୍କ ବିରୁଦ୍ଧରେ ଏକ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ନିଆଯାଇ ନିଲମ୍ବନ କରାଯାଇ ଥିବା ଚିଠିରେ ଉଲ୍ଲେଖ ରହିଛି।

ମିଳିଥିବା ସୂଚନା ଅନୁସାରେ, ଯାଜପୁରରେ ଝାଡ଼ାବାନ୍ତି ବ୍ୟାପୁଥିବା ଯୋଗୁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସୋମବାର ସ୍ବାସ୍ଥ୍ୟ ସଚିବ ଆଶ୍ୱତି ଏସ୍‌ ଅଚାନକ ପରିଦର୍ଶନ କରିଥିଲେ। ସେ ମେଡିକାଲର ପରିବେଶ ସହ ଔଷଧ, ଇଞ୍ଜେକ୍ସନ ଯୋଗାଇ ଦେବା ଉପରେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସେହି ସମୟରେ ଉପସ୍ଥିତି ଡାକ୍ତରଙ୍କୁ ମଧ୍ୟ ତାଗିଦ କରିଥିଲେ। ଏହାର ଏହି ଘଟଣାକୁ ନେଇ କାର୍ୟ୍ୟନୁଷ୍ଠାନ ନିଆଯାଇଥିବା ଆଲୋଚନା ହେଉଛି।

  • Related Posts

    ରେକର୍ଡ ଡାନ୍ସ ନହେବାରୁ ହଙ୍ଗାମା

    ବ୍ରହ୍ମପୁର: ରେକର୍ଡ ଡାନ୍ସ ନହେବାରୁ ହଙ୍ଗାମା। ଦଣ୍ଡନାଚରେ ହୋହଲ୍ଲା କଲେ ସ୍ଥାନୀୟ ଲୋକେ। ବାଧ୍ୟ ହୋଇ କାର୍ଯ୍ୟକ୍ରମ ବନ୍ଦ କଲେ ଦଣ୍ଡନାଚ ଯାତ୍ରା ପାର୍ଟି। ଗତକାଲି ରାତିରେ ବ୍ରହ୍ମପୁର ହିଲପାଟଣା ଅଂଚଳରେ ଦଣ୍ଡନୃତ୍ୟ ଅନୁଷ୍ଠିତ ହୋଇଥିଲା। ସାମାଜିକ ନାଟକ ପରିବେଷଣ ହେଉଥିଲା।…

    Continue reading
    ଆଜିଠୁ ବଢ଼ିବ କାଳବୈଶାଖୀ ବର୍ଷା

    ଭୁବନେଶ୍ୱର: ରବିବାରଠାରୁ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ବଢ଼ିପାରେ । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା । ୪୦ରୁ ୫୦ କିମି ବେଗରେ ପବନ ବହିବ । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ