କାର୍‌ ଉପରେ ଓଲଟି ପଡିଲା ବସ୍‌: ୧୫ ଆହତ

ବାରିପଦା : କାର୍‌ ଉପରେ ଓଲଟି ପଡିଲା ବସ୍। ୧୫ ଆହତ, ୪ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ। ବାରିପଦା ୪୯ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ୧୫ ଜଣଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି। ସମସ୍ତ ଆହତଙ୍କୁ ପିଆରଏମ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ଦମକଳବାହିନୀ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ୟ୍ୟ ଜାରି ରଖିଛନ୍ତି।

  • Related Posts

    ଭିଜିଲାନ୍ସ ହାତରେ ଧରା ପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନଶ୍ୱେର : ଜମି ପଟ୍ଟା କରିବା ପାଇଁ କ୍ଷେତ୍ର ପରିଦର୍ଶନ ରିପୋର୍ଟ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବାଲେଶ୍ୱର ଖଇରା ତହସିଲର ତୁଡ଼ିଗାଡ଼ିଆ ରାଜସ୍ୱ ନିରୀକ୍ଷକ (ଆରଆଇ) ଶରତ କୁମାର ସେଠୀ।…

    Continue reading
    ଡିଜିପି ଚୟନ ବିବାଦ; ଆଜି ସୁପ୍ରିମକୋର୍ଟରେ ହେବନି ଶୁଣାଣି

    ଓଡ଼ିଶା ଡିଜିପି ଚୟନ ବିବାଦ ନେଇ ସୁପ୍ରିକୋର୍ଟରେ ଶୁଣାଣି ପ୍ରସଙ୍ଗ। ଆଜି ହେବନାହିଁ ସୁପ୍ରିମକୋର୍ଟରେ ଶୁଣାଣି। ଆଜି ସୁପ୍ରିମକୋର୍ଟରେ ଶୁଣାଣି ଲାଗି ମାମଲା ତାଲିକାଭୁକ୍ତ କରାଯାଇନାହିଁ । ଡିଜିପି ଚୟନ ବିବାଦ ନେଇ ସୁପ୍ରିମକୋର୍ଟରେ ହୋଇଛି ଜନସ୍ବାର୍ଥ ମାମଲା। ପୋଲିସ୍ ଡିଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ