କାହାକୁ ଛଡ଼ାଯବିନି: ବାବୁ ସିଂ

ଭୁବନେଶ୍ୱର:ବରିଷ୍ଠ ଆଇଏଏସ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ ପ୍ରସଙ୍ଗରେ ବିଜେପି ବିଧାୟକ ବାବୁ ସିଂ ରବିବାର ନିଜର ପ୍ରତିକ୍ରିୟା ରଖିଛନ୍ତି ।
ସେ କହିଛନ୍ତି ଯେ ଯେଉଁ ଅଧିକାରୀ ଦୁର୍ନୀତି କରିବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ କହିଛନ୍ତି । ନେତା ହୁଅନ୍ତୁ କି ଅଧିକାରୀ ଦୁର୍ନୀତି କଲେ କାହାକୁ ଛଡ଼ାଯିବନି ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ କହିଛନ୍ତି । ୨୪ ବର୍ଷ ସରକାରରେ ଭ୍ରଷ୍ଟାଚାର ଚରମସୀମାରେ ପହଞ୍ଚିଥିଲା । ଅଫିସର ଓ ନେତା ଦୁର୍ନୀତିରେ ବୁଡ଼ିକି ଥିଲେ । ସାଧାରଣ ଲୋକଙ୍କ ସରକାର ଅଛି, ଦୁର୍ନୀତି କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବାବୁ ସିଂ କହିଛନ୍ତି ।

  • Related Posts

    ମୋଦି ସରକାର ଜ୍ଞାନେଶ କୁମାରଙ୍କୁ ସୁରକ୍ଷା ଦେଉଛନ୍ତି:ରାହୁଲ

    ‘ଆମେ ଜାଣିଛୁ, ଭୋଟ ଚୋରି ନେଇ ହେଉଥିବା ଆନ୍ଦୋଳନ ଯୋଗୁ ଆପଣ ରାତିରେ ଶୋଇ ପାରୁ ନାହାନ୍ତି। କିନ୍ତୁ ଆମେ ଆପଣଙ୍କୁ ପ୍ରତିଶ୍ରୁତି ଦେଉଛୁ ଯେ ଏହି ଆନ୍ଦୋଳନ ଆପଣଙ୍କ ଇସ୍ତଫାକୁ ସୁନିଶ୍ଚିତ କରିବ।’ ଆଜି ଏଭଳି କିଛି କହି ମୁଖ୍ୟ…

    Continue reading
    ଏବିଭିପିର ବଡ଼ ସଫଳତା, ୬୦ ମହାବିଦ୍ୟାଳୟର ୨୫୨ ପଦବୀରେ ନିର୍ଦ୍ୱନ୍ଦ୍ୱରେ ବିଜୟ

    ଭୁବନେଶ୍ବର: ଓଡ଼ିଶାରେ ଆଗାମୀ ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବା ଏବିଭିପି ଏକ ବଡ଼ ସଫଳତା ହାସଲ କରିଛି । ରାଜ୍ୟର ୬୦ଟି ମହାବିଦ୍ୟାଳୟରେ ଏବିଭିପିର ପ୍ରାର୍ଥୀମାନେ ୨୫୨ଟି ପଦବୀରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ