କାହିଁକି ହୋଇଥାଏ ପିଠି ଯନ୍ତ୍ରଣା ? କେମିତି କରିବେ ଏହାର ଉପଚାର ?

ଆଜିକାଲି ଖରାପ ଜୀବନଶୈଳୀ ଯୋଗୁଁ ପିଠି ଯନ୍ତ୍ରଣା ବା ମାଂସପେଶୀ ଟାଣିହେବା ଏକ ସାଧାରଣ କଥା । ଯେଉଁମାନେ ଠିକ୍ ଭାବେ ବସନ୍ତି ନାହିଁ, ସେମାନଙ୍କ ଭିତରେ ପିଠି ଯନ୍ତ୍ରଣା ଭଳି ଗୁରୁତର ସମସ୍ୟା ଦେଖା ଦେଇଥାଏ । ଏହାବ୍ୟତୀତ ଶାରୀରିକ ପରିଶ୍ରମ ନକରିବା ଦ୍ୱାରା ମଧ୍ୟ ଏହି ସମସ୍ୟା ଦେଖାଦେଇଥାଏ । ତେବେ କାହିଁକି ହୋଇଥାଏ ପିଠି ଯନ୍ତ୍ରଣା । ଆଉ କେମିତି ଏହାର ଉପଚାର କରିବେ ?

ପିଠି ଓ ମେରୁଦଣ୍ଡ ଯନ୍ତ୍ରଣାର ଉପଚାର
– ସାଧାରଣତଃ ୨୦ରୁ ୪୦ ବର୍ଷ ବୟସର ଲୋକଙ୍କୁ ପିଠିଜନିତ ଯନ୍ତ୍ରଣା ହୋଇଥାଏ
– ପିଠି ଓ ମେରୁଦଣ୍ଡ ଯନ୍ତ୍ରଣାର ମୁଖ୍ୟ କାରଣ ହେଉଛି ବସିବାର ଶୈଳୀ
– ତଳେ ବସିବା ପିଠି ଓ ମେରୁଦଣ୍ଡ ଯନ୍ତ୍ରଣାର ଅନ୍ୟତମ କାରଣ
– ମାଂସପେଶୀ ଶକ୍ତି କମିବା ଦ୍ୱାରା ମଧ୍ୟ ପିଠି ଜନିତ ସମସ୍ୟା ହୋଇଥାଏ
– ମୋଟାପଣ ଓ ଅତ୍ୟଧିକ ଓଜନ ପିଠି ଓ ମେରୁଦଣ୍ଡ ଯନ୍ତ୍ରଣାର ଅନ୍ୟତମ କାରଣ
– ଅଧିକ ଓଜନଭାର ଉଠାଇଲେ ହୋଇଥାଏ ପିଠିଜନିତ ସମସ୍ୟା
– ଖାଦ୍ୟପେୟରେ ଅନିୟମିତତା ଓ ବ୍ୟାୟାମର ଅଭାବ ମଧ୍ୟ ପିଠି ଯନ୍ତ୍ରଣାର କାରଣ
– କ୍ୟାଲସିୟମ ଅଭାବରୁ ମଧ୍ୟ ଦେଖାଦେଇଥାଏ ପିଠି ଯନ୍ତ୍ରଣା
– ନିରାମିଷଙ୍କ କ୍ଷେତ୍ରରେ କ୍ୟାଲସିୟମ ଅଭାବ ଅଧିକ ଦେଖା ଦେଇଥାଏ
– କ୍ୟାଲସିୟମ ବଢ଼ାଇବା ପାଇଁ ଛେନା ଖାଇବା ଦରକାର
– ପିଠି ଯନ୍ତ୍ରଣାରୁ ମୁକ୍ତି ପାଇଁ ଡାଏଟ୍ ଉପରେ ବିଶେଷ ଗୁରୁତ୍ୱ ଦେବା ଦରକାର
– ଉଠିବା ଓ ବସିବା ସମୟରେ ଶରୀରର ମୁଭମେଣ୍ଟକୁ ଧ୍ୟାନ ଦେବା ଦରକାର
– ନିୟମିତ ବ୍ୟାୟାମ ଓ ମର୍ଣ୍ଣିଂ ୱାକ୍ ଦ୍ୱାରା କମ୍ ହୋଇଥାଏ ପିଠି ଯନ୍ତ୍ରଣା
– କଅଁଳ ଖରାରେ ଚାଲିବା ଦ୍ୱାରା ଭିଟାମିନ୍-ଡି ବଢ଼ିଥାଏ ଓ ହାଡ଼ ମଜଭୁତ୍ ହୋଇଥାଏ
– ଜିମରେ ଷ୍ଟ୍ରେଚିଂ ଓ ୱାର୍ମଅପ୍ ବେଳେ ଧ୍ୟାନ ଦେବା ଦରକାର

Comments

  • Related Posts

    କେଉଁ ସମସ୍ୟା ଥିଲେ କଦଳୀ ଖାଇବା ଅନୁଚିତ୍‌

    ମେଦବହୁଳ ସମସ୍ୟା କଦଳୀରେ ଅଧିକ କ୍ୟାଲୋରି , କାର୍ବୋହାଇଡ୍ରେଟସ ଏବଂ ସୁଗାର ରହିଥାଏ । ଯ଼ାହା ମୋଟା ହେବାରେ ସହାୟକ ହୋଇଥାଏ। ତେଣୁ ମେଦବହୁଳ ସମସ୍ୟା ଦେଇ ଗତି କରୁଥିବା ଲୋକେ କଦଳୀଠୁ ଦୂରେଇ ରହିବା ଉଚିତ । ହାୟପରକେଲେମିଆ କଦଳୀରେ…

    Continue reading
    ଫୋର୍ବ୍ସ ତାଲିକା : ଶୀର୍ଷରେ ଆଦାନୀ

    ମୁମ୍ବଇ: ଶିଳ୍ପପତି ଗୌତମ ଆଦାନୀ ତିନି ବର୍ଷ ପରେ ପୁଣି ଏକ ନମ୍ବର ସ୍ଥାନକୁ ଫେରିଛନ୍ତି। ସେ ଭାରତର ସବୁଠାରୁ ଧନୀ ବ୍ୟକ୍ତି ହୋଇଛନ୍ତି। ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ସେ ଶୀର୍ଷରେ ଅଛନ୍ତି। ଆଦାନୀ ଗ୍ରୁପର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ