କୁଆଖାଇରୁ ଅଜଣା ମୃତଦେହ ଉଦ୍ଧାର

ଭୁବନେଶ୍ବର : କୁଆଖାଇ ନଦୀରୁ ଅଜଣା ମୃତଦେହ ଉଦ୍ଧାର । ଭୁବନେଶ୍ବର ବାଙ୍କୁଆଳ ନିକଟରେ ଉଦ୍ଧାର ହୋଇଛି ଏହି ମୃତଦେହ । ଖବରପାଇ ବଡ଼ଗଡ଼ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଲେଖା ହେବା ସୁଦ୍ଧା ମୃତକର ପରିଚୟ ମିଳିପାରିନାହିଁ । କାହିଁକି ଏଭଳି ଘଟଣା ଘଟିଛି ତାହା ଅସ୍ପଷ୍ଟ ରହିଛି । ମୃତଦେହଟି ଫୁଲି ଯାଇଥିବା ଜଣାପଡ଼ିଛି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି ।

  • Related Posts

    ସିବିଆଇ ଜାଲରେକେନ୍ଦ୍ରୀୟ ଜିଏସଟି ଅଧିକାରୀ

    ଭୁବନେଶ୍ୱର: ସିବିଆଇ ଜାଲରେ ପଡ଼ିଛନ୍ତି ଜଣେ କେନ୍ଦ୍ରୀୟ ଜିଏସଟି (CGST) ଅଧିକାରୀ। ଲାଞ୍ଚ ନେଉଥିବା ବେଳେ CGST ସୁପରିଟେଣ୍ଡେଣ୍ଟ ଓମ୍ ପ୍ରକାଶ ନାୟକଙ୍କୁ ମାଡ଼ି ବସିଛି CBI ଟିମ୍। ଜଣେ ବ୍ୟକ୍ତିଙ୍କ ୧୬ ଲକ୍ଷ ଟଙ୍କାର ଜିଏସଟି ରିଫଣ୍ଡ କରାଇଦେବା ବାହାନାରେ…

    Continue reading
    ଭୋଜି ଖାଇ ଝାଡାବାନ୍ତି; ୮୦ ଆକ୍ରାନ୍ତ

    ଖପ୍ରାଖୋଲ: ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଞ୍ଚାୟତ ବର୍ତ୍ତିଆ ଗାଁରେ ବାହା ଭୋଜି ଖାଇ ୮୦ରୁ ଅଧିକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କୁ ଚିକିତ୍ସା ପାଇଁ ପାଟଣାଗଡ ରେଫର ହୋଇଥିବା ଜଣାଯାଇଛି । ସୂଚନା ଅନୁସାରେ ଦୁଇ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ