କୁଷ୍ଠ ରୋଗ ଚିହ୍ନଟ ଅଭିଯାନର ସମନ୍ବୟ କମିଟିର ବୈଠକ

ଦେବଗଡ଼:ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ଆଜି କୁଷ୍ଠ ରୋଗ ଚିହ୍ନଟ ଅଭିଯାନର ସମନ୍ବୟ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାରୁ କୁଷ୍ଠ ରୋଗ ଚିହ୍ନଟ ଓ ନିରାକରଣ,ରୋଗର ସତର୍କତା ଓ ସଚେତନତା ଉପରେ ଆଲୋଚନା କରାଯାଇଥିଲା। ସିଡିଏମଓ ଡା. ସଂଘମିତ୍ରା ପଣ୍ଡାଙ୍କ ବୈଠକର ଉଦ୍ଦେଶ୍ୟ ସଂପର୍କରେ ସୂଚନା ଦେଇଥିଲେ। ବୈଠକରେ ଜିଲ୍ଲାପରିଷଦ ଅତିରିକ୍ତ ନିର୍ବାହୀ ଅଧିକାରୀ ଦିଲ୍ଲୀପ ପ୍ରଧାନ,ଏଡିପିଏଚଓ(ଟିବି)ଡା. ପ୍ରଭାତ ଓଝା,ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର ପୁହାଣ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀନିବାସ ଜାନିଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀ ଉପସ୍ଥିତ ଥିଲେ।

  • Related Posts

    ସାମ୍ବାଦିକଙ୍କ ସ୍ୱାସ୍ଥ୍ୟକୁ ନେଇ ସରକାର ଦାୟିତ୍ୱବାନ ଅଛନ୍ତି: ସ୍ଵାସ୍ଥ୍ୟ ମନ୍ତ୍ରୀ

    ଭୁବନେଶ୍ଵର : ଆୟୁଷ୍ମାନ ଭାରତ ସହ ସାମ୍ବାଦିକ ସ୍ଵାସ୍ଥ୍ୟ ବୀମା ମିଶିବା ଘଟଣା। ଅସନ୍ତୋଷ ପ୍ରକାଶ ପରେ ପ୍ରତିକ୍ରିୟା ରଖିଲେ ସ୍ଵାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି ଯେ, ଆୟୁଷ୍ମାନ ଯୋଜନାରେ ସାମ୍ବାଦିକଙ୍କୁ ସାମିଲ କରିବା ନେଇ ପ୍ରକ୍ରିୟା ଆରମ୍ଭ…

    Continue reading
    ରାଜଧାନୀରେ ବର୍ଷା, ମଧୁସୂଦନ ନଗରରେ ସର୍ବାଧିକ ୧୦୭ ମିମି ରେକର୍ଡ

    ଭୁବନେଶ୍ବର : ଗତକାଲି ରାତିଠାରୁ ଭୁବନେଶ୍ୱରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଛି । ଫଳରେ ରାଜଧାନୀର ଚାରିଆଡ଼େ ପାଣି ଭର୍ତ୍ତି ହୋଇ ଯାଇଛି । ଭୁବନେଶ୍ୱରରେ ସକାଳ ସାଢେ ୫ଟା ସୁଦ୍ଧା ୯୭.୨ ମିଲିମିଟର ବର୍ଷା ରେକର୍ଡ ହୋଇଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ