କେନ୍ଦୁଝରରେ ଚାଷୀଙ୍କୁ ଦେଲେ ସହାୟତା ରାଶି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ଆଜି ପୂର୍ବାହ୍ନରେ ଚାଷୀ ମାନଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ କରିଛନ୍ତି। ମୟୂରଭଞ୍ଜରୁ ହେଲିକପ୍ଟରରେ ଆସି ଧରଣୀଧର ବିଶ୍ୱବିଦ୍ୟାଳୟ ପଡିଆରେ ଓହ୍ଲାଇ ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳାକୁ ଉଦଘାଟନ କରିଛନ୍ତି। ଏମପି ଅନନ୍ତ ନାୟକ ସମେତ ତେଲକୋଇ ବିଧାୟକ ଡାକ୍ତର ଫକୀର ଚରଣ ନାୟକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାୟକ, କେନ୍ଦୁଝର ଗଡ ପୌରାଧ୍ୟକ୍ଷ ନିକୁ ସାହୁ, ଜିଲାପାଳ ଓ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ। ମେଳା ଉଦଘାଟନ କରିବା ସହ ମେଳା ବୁଲି ଦେଖିଥିଲେ। ସରକାର କୃଷି ଓ କୃଷକ ମାନଙ୍କ ବିକାଶ ପାଇଁ ବହୁ କର୍ୟ୍ୟକମ ହାତକୁ ନେଇଥିବା କହିଥିଲେ।

। ସେଠାରୁ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ରେ ସିଧା ସଳଖ ଚମ୍ପୁଆ ଯାଇ କଲେଜର ବାର୍ଷିକ ଉତ୍ସବରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି। ସେଠାରୁ ନିଜ ପୈତୃକ ଗ୍ରାମ ସଦର ବ୍ଲକ ରାଇକଳା ଯାଇ କ୍ରିକେଟ ମ୍ୟାଚର ଫାଇନାଲରେ ଯୋଗଦେବେ। ସେଠାରୁ ରାସ୍ତା ପଥରେ ଫେରି ସଂଧ୍ୟାରେ ଆଞ୍ଚଳିକ ହର୍ବାଲ ମେଳାରେ ଯୋଗ ଦେବେ ବୋଲି କାର୍ୟ୍ୟକ୍ରମ ରହିଛି।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ