କେନ୍ଦୁପତ୍ର ବିକ୍ରି ବଢ଼ିବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,: GST ସ୍ଲାବ୍‌କୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିଲ୍ଲୀରେ ପ୍ରେସ୍‌ମିଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦୁପତ୍ର ଉପରେ GST ୫%କୁ ହ୍ରାସ ହୋଇଛି। କେନ୍ଦୁପତ୍ର ଉପରେ GST ୧୮ ପ୍ରତିଶତରୁ ୫ ପ୍ରତିଶତକୁ ହ୍ରାସ ହୋଇଛି।

ଓଡ଼ିଶାର କେନ୍ଦୁପତ୍ର ତୋଳାଳି ଏହା ଦ୍ୱାରା ବେଶ୍‌ ଉପକୃତ ହେବେ, କେନ୍ଦୁପତ୍ର ବିକ୍ରି ବି ବଢ଼ିବ। କୃଷି ଉପକରଣରେ GST ହ୍ରାସ ଚାଷୀଙ୍କ ଖର୍ଚ୍ଚକୁ କମାଇବ। କୋଇଲା କ୍ଷେତ୍ରରେ ଓଡ଼ିଶାକୁ ଅଧିକ ଲାଭ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। GSTରେ ସଂସ୍କାର ଦ୍ୱାରା ମଧ୍ୟବିତ୍ତ, ନିମ୍ନ ମଧ୍ୟବିତ୍ତ ଅଧିକ ଉପକୃତ ହେବେ। GST ଛାଡ଼ ଯୋଗୁ ଅଧିକ ଲୋକ ସ୍ବାସ୍ଥ୍ୟବୀମା କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଜି ପ୍ରେସ୍‌ମିଟ୍‌ରେ କହିଛନ୍ତି।

  • Related Posts

    ପୂଜା ପେଣ୍ଡାଲ ନିକଟରୁ ବୁଲା କୁକୁର ହଟିବ , ମେଲୋଡିରେ ହେବନି ଅଶ୍ଳୀଳ ନୃତ୍ୟ

    ଭୁବନେଶ୍ବର,04।09: ପୂଜାକୁ ନେଇ ବିଏମସିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏଥର ରାଜଧାନୀରେ ପୂଜା ମେଲୋଡିରେ ଅଶ୍ଳୀଳ ନୃତ୍ୟକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଏହା ସହ ପୂଜା ପେଣ୍ଡାଲ ନିକଟରୁ…

    Continue reading
    ମହାପ୍ରଭୁଙ୍କ ୫୮ ହଜାର ଏକର ଭୂ-ସମ୍ପତ୍ତି ଫେରାଇ ଆଣିବା ପ୍ରକ୍ରିୟା ଆରମ୍ଭ

    ଭୁବନେଶ୍ୱର,04/09: ମହାପ୍ରଭୁଙ୍କ ଭୂ-ସମ୍ପତ୍ତି ଫେରାଇ ଆଣିବାକୁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଖୁବ ଶୀଘ୍ର ମହାପ୍ରଭୁଙ୍କ ଭୂ-ସମ୍ପତ୍ତି ଫେରାଇ ଅଣାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଆଇନ ମନ୍ତ୍ରୀ କହିଛନ୍ତି, ରାଜ୍ୟ ଓ ରାଜ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ଶାନ୍ତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହେଲେ ୟୁରୋପୀୟ ୟୁନିଅନ ମୁଖ୍ୟ

    ପୂଜା ପେଣ୍ଡାଲ ନିକଟରୁ ବୁଲା କୁକୁର ହଟିବ , ମେଲୋଡିରେ ହେବନି ଅଶ୍ଳୀଳ ନୃତ୍ୟ

    ଭାରତ ବଜାରରେ ପ୍ରବେଶ କଲା Samsung Galaxy S25 FE 5G;

    ନାସାର ସର୍ବୋଚ୍ଚ ସିଭିଲ୍ ସର୍ଭିସ୍ ପଦବୀରେ ଭାରତୀୟ ଆମେରିକୀୟ ଅମିତ କ୍ଷତ୍ରିୟ

    ମହାପ୍ରଭୁଙ୍କ ୫୮ ହଜାର ଏକର ଭୂ-ସମ୍ପତ୍ତି ଫେରାଇ ଆଣିବା ପ୍ରକ୍ରିୟା ଆରମ୍ଭ

    ୩୫ ଗ୍ରାମର ବ୍ରାଉନସୁଗାର ସହ ୫ ଜଣଙ୍କୁ ଗିରଫ କରିଛି ଭଦ୍ରକ ପୁଲିସ