କେନ୍ଦୁପତ୍ର ବିକ୍ରି ବଢ଼ିବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,: GST ସ୍ଲାବ୍‌କୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିଲ୍ଲୀରେ ପ୍ରେସ୍‌ମିଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦୁପତ୍ର ଉପରେ GST ୫%କୁ ହ୍ରାସ ହୋଇଛି। କେନ୍ଦୁପତ୍ର ଉପରେ GST ୧୮ ପ୍ରତିଶତରୁ ୫ ପ୍ରତିଶତକୁ ହ୍ରାସ ହୋଇଛି।

ଓଡ଼ିଶାର କେନ୍ଦୁପତ୍ର ତୋଳାଳି ଏହା ଦ୍ୱାରା ବେଶ୍‌ ଉପକୃତ ହେବେ, କେନ୍ଦୁପତ୍ର ବିକ୍ରି ବି ବଢ଼ିବ। କୃଷି ଉପକରଣରେ GST ହ୍ରାସ ଚାଷୀଙ୍କ ଖର୍ଚ୍ଚକୁ କମାଇବ। କୋଇଲା କ୍ଷେତ୍ରରେ ଓଡ଼ିଶାକୁ ଅଧିକ ଲାଭ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। GSTରେ ସଂସ୍କାର ଦ୍ୱାରା ମଧ୍ୟବିତ୍ତ, ନିମ୍ନ ମଧ୍ୟବିତ୍ତ ଅଧିକ ଉପକୃତ ହେବେ। GST ଛାଡ଼ ଯୋଗୁ ଅଧିକ ଲୋକ ସ୍ବାସ୍ଥ୍ୟବୀମା କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଜି ପ୍ରେସ୍‌ମିଟ୍‌ରେ କହିଛନ୍ତି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ