କ୍ରସ୍‌ ଭୋଟିଂର ଭୟ ନାହିଁ : ଜୟନାରାୟଣ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନକୁ ନେଇ ବିଜେପି ନେତା ଜୟନାରାୟଣ ମିଶ୍ରଙ୍କ ପ୍ରତିକ୍ରିୟା , ବଡ଼ ବ୍ୟବଧାନରେ ଆମେ ନିଶ୍ଚୟ ଜିତିବୁ । କ୍ରସ ଭୋଟିଂର ଭୟ ନାହିଁ , ଏଠି ବିବେକ ଅନୁମୋଦିତ ଭୋଟ୍‌ ଦିଆ ଯାଇଛି । ଆଉ କିଛି ସମୟ ଅପେକ୍ଷା କରନ୍ତୁ ଫଳାଫଳ ଜଣାପଡ଼ିଯିବ । ବିଜେଡିର ଅଭିଯୋଗକୁ ନେଇ ମଧ୍ୟ ସେ ମୁହଁ ଖୋଲିଛନ୍ତି । ସେ କଟାକ୍ଷ କରି କହିଛନ୍ତି , ବିଜେଡି କଣ ଅଭିଯୋଗ କରିବ ? ଏଇ ଚବିଶ ବର୍ଷ ଭିତରେ ଯେତେଥର ଭୋଟ୍‌ ହୋଇଛି , ପ୍ରତି ଭୋଟ୍‌ରେ ବିଜେଡି ଘୋଡ଼ା ବେପାର କରିଛି । ସେଥିପାଇଁ ମୁଁ କହୁଛି କାମଳ ରୋଗୀଙ୍କୁ ସବୁ ହଳଦିଆ ଦିଶିଲା ପରି ନବୀନ ବାବୁଙ୍କୁ ସବୁ ହଳିଦିଆ ଦିଶୁଛି ।

  • Related Posts

    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading
    ବଦଳିବେନି କଂଗ୍ରେସ ବିଧାୟକ ଦଳ ନେତା: ଭକ୍ତ ଦାସ

    ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କ ଦିଲ୍ଲୀ ଗସ୍ତ ଏବଂ ବିଧାୟକ ଦଳ ନେତା ପରିବର୍ତ୍ତନ ଚର୍ଚ୍ଚା ଭିତରେ ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି । କହିଛନ୍ତି, କଂଗ୍ରେସ ବିଧାୟକ ମାନେ ଦିଲ୍ଲୀ ବୁଲିବାକୁ ଯାଇଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ