କ୍ୱାର୍ଟର ଭଡ଼ା ଦେଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ସରକାରୀ କ୍ୱାର୍ଟରକୁ ଭଡ଼ାରେ ଲଗାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଆଲଟମେଣ୍ଟ ପାଇଥିବା ବ୍ୟକ୍ତି ଏବଂ ଭଡ଼ାରେ ରହୁଥିବା ବ୍ୟକ୍ତି ଉଭୟେ ଦୋଷୀ ସାବ୍ୟସ୍ତ ହେବେ। ଅନେକ କ୍ୱାର୍ଟର ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିବାବେଳେ ଆଉ କିଛି କ୍ୱାର୍ଟରକୁ କିଛି ଲୋକ ଅକ୍ତିଆର କରିବସିଛନ୍ତି। ଜିଏ ବିଭାଗ ଏନେଇ ଏକ ତାଲିକା ପ୍ରସ୍ତୁତ କରୁଛି, ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହେଲାଣି। ପୁରୁଣା କ୍ୱାର୍ଟରକୁ ଭାଙ୍ଗି ନୂଆ କ୍ୱାର୍ଟର ସବୁ ତିଆରି କରାଯିବ। ଯେପରିକି ଗୋଟିଏ ସ୍ଥାନରେ ବହୁ ଲୋକ ରହିପାରିବେ।

Related Posts

ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

Continue reading
ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ