ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

କୋରାପୁଟ: ଜୟପୁରରେ ସୁଭଦ୍ରା ତୃତୀୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଆଗକୁ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବାକୁ ଯାଉଛି । ଏନେଇ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ନେତୃତ୍ୱରେ ଟାସ୍କ ଫୋର୍ସ ଗଠନ ହୋଇଛି । ପୂର୍ବ ସରକାର ଦକ୍ଷିଣ ଓଡ଼ିଶା ବିକାଶକୁ ଗୁରୁତ୍ୱ ଦେଉନଥିଲେ, ଆମ ସରକାର ସବୁ ଅଞ୍ଚଳର ବିକାଶକୁ ଗୁରୁତ୍ୱ ଦେଉଛନ୍ତି । ରତ୍ନଗର୍ଭା କୋରାପୁଟର ବିକାଶ ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ । ୭୬୨କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭ ଉଦଘାଟନ ହୋଇଛି । ବିଶେଷ କରି ୪ଟି ବର୍ଗ-ଗରିବ, ମହିଳା, କୃଷକ, ଯୁବକଙ୍କ ବିକାଶକୁ ଗୁରୁତ୍ୱ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

  • Related Posts

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଭୁବନେଶ୍ୱର: ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ…

    ଭାଲୁ ଆକ୍ରମଣରେ ମହିଳା ମୃତ

    ଘଟଗାଁ : କେନ୍ଦୁଝର ଜିଲ୍ଲା ଘଟଗାଁ ରେଞ୍ଜ ଅନ୍ତର୍ଗତ ବଣଚକୁଳିଆ ଗ୍ରାମରେ ଭାଲୁ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତ ମହିଳା ଜଣଙ୍କ ହେଲେ ବଣଚକୁଳିଆ ଗ୍ରାମର ଚାମି ମୁଣ୍ଡା । ଶନିବାର ସକାଳୁ ଜଙ୍ଗଲ ନିକଟସ୍ଥ ବିଲକୁ ଉଭୟ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଲେକାର୍ପିତ ହେଲା “ବ୍ରେନସ୍ ଆଇକନିକ୍ ଟ୍ରଷ୍ଟ”

    ଲେକାର୍ପିତ ହେଲା “ବ୍ରେନସ୍ ଆଇକନିକ୍ ଟ୍ରଷ୍ଟ”

    ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

    ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

    ଅପରେସନ୍ ସିନ୍ଦୂର: ପାକିସ୍ତାନର ୫ଟି ଯୁଦ୍ଧ ବିମାନ ଧ୍ବଂସ

    ଅପରେସନ୍ ସିନ୍ଦୂର: ପାକିସ୍ତାନର ୫ଟି ଯୁଦ୍ଧ ବିମାନ ଧ୍ବଂସ